ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର ଖୋଲରେ ଅଟକି ରହିଛନ୍ତି ୯ ଟିକିଆ ହାତୀପଲ। ବୈତରଣୀ ନଦୀରେ ବନ୍ୟାଜଳ ପ୍ରଖର ସ୍ରୋତରେ ପ୍ରବାହିତ ହେଉଥିବାରୁ ଅଟକି ରହିଛନ୍ତି ହାତୀପଲ। ହାତୀପଲଙ୍କ ଉପରେ ବନ ବିଭାଗର ନଜର ରହିଛି। ହାତୀପଲରେ ଗୋଟିଏ ଦନ୍ତା, ୫ ଛୁଆ ଓ ୩ ମାଈହାତୀ ଅଛନ୍ତି। ଛୋଟ ଛୁଆ ଥିବାରୁ ହାତୀପଲ ନଦୀ ପାର ହେବାକୁ ସାହସ ଜୁଟାଇ ପାରୁନାହାନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ଛାତ୍ରୀଙ୍କୁ ପକେଟ ମନି ଦେବେ ସରକାର! ମିଳିବ ୨,୦୦୦ ଟଙ୍କା, ଜାଣନ୍ତୁ କିଏ ପାଇବେ ଲାଭ

ମୁମ୍ବାଇ , ୨୦।୮: ମହାରାଷ୍ଟ୍ରରେ ଉଚ୍ଚଶିକ୍ଷା ହାସଲ କରୁଥିବା ଛାତ୍ରୀମାନଙ୍କ ପାଇଁ ସରକାର ଏକ ନୂଆ ପଦକ୍ଷେପ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଛାତ୍ରୀମାନଙ୍କୁ ଆର୍ଥିକ ସହାୟତା…

ମଣ୍ଡପରେ ବରଙ୍କ ମୁହଁ ଦେଖି ଚମକିଗଲେ କନ୍ୟା, ଶିଶୁପାଳ ହୋଇ ଫେରିଲେ ବର

ଚଣ୍ଡିଗଡ଼,୨୦ା୮: ପଞ୍ଜାବର ଫିରୋଜପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବିବାହ ସମୟରେ ବରକୁ ଦେଖିବା ପରେ କନ୍ୟା ସ୍ପଷ୍ଟ ଭାବେ ବିବାହ କରିବାକୁ ମନା…

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri