କଟକ OMPରୁ କନ୍ଦରପୁର ପର୍ଯ୍ୟନ୍ତ ଏଲିଭେଟେଡ୍ କରିଡର: ଖର୍ଚ୍ଚ ହେବ ୬୪୦ କୋଟି ଟଙ୍କା

ଭୁବନେଶ୍ୱର,୨୭।୭: କଟକ ସହରରେ ଯାତାୟାତ ସମସ୍ୟା ଓ ଭିଡ଼କୁ ଦୃଷ୍ଟିରେ ରଖି OMP ଛକଠାରୁ କନ୍ଦରପୁର ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର ନିର୍ମାଣ ପାଇଁ ନିଷ୍ପତି ନିଆଯାଇଛି। ଏହି ସୂଚନା ଦେଇଛନ୍ତି କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ। ସାଂସଦ ମହତାବ କହିଛନ୍ତି, “ଏହି ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରିଙ୍କ ସହ ଆଲୋଚନା ହୋଇଛି। ଡିଟେଲ୍‌ଡ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର୍‌) ପ୍ରସ୍ତୁତ ହୋଇ ସରିଛି, ଏବଂ ଖୁବଶୀଘ୍ର ଏହାକୁ ମଞ୍ଜୁରୀ ମିଳିବ। ଆସନ୍ତା ୩ ମାସ ମଧ୍ୟରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।”

ଏହି ଏଲିଭେଟେଡ୍ କରିଡର ନିର୍ମାଣ ପାଇଁ ପ୍ରାୟ ୬୪୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସାଂସଦ ମହତାବ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ କଟକ ସହରର ଯାତାୟାତ ବ୍ୟବସ୍ଥାକୁ ସୁଗମ କରିବା ସହ ଟ୍ରାଫିକ ଜାମ୍‌ର ସମସ୍ୟା ହ୍ରାସ କରିବ। ଏହା ସହରର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri