Posted inଜାତୀୟ

ୟୁପିରୁ ୧୧, ଛତିଶଗଡ଼ରୁ ୨ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ/ରାୟପୁର,୪।୬: ଉତ୍ତରପ୍ରଦେଶରୁ ରାଜ୍ୟ ସଭାକୁ ୧୧ ଜଣ ଏବଂ ଛତିଶଗଡ଼ରୁ ୨ ଜଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉତ୍ତରପ୍ରଦେଶରୁ ନିର୍ବାଚିତ ହୋଇଥିବା ୮ ଭାଜପା ପ୍ରାର୍ଥୀ ହେଲେ ଲକ୍ଷ୍ମୀକାନ୍ତ ବାଜପେୟୀ, ଡ. ରାଧାମୋହନ ଦାସ ଅଗ୍ରଓ୍ବାଲ, ସୁରେନ୍ଦ୍ର ନାଗର, ଡ. କେ. ଲକ୍ଷ୍ମଣ, ମିଥିଳେଶ କୁମାର, ବାବୁରାମ ନିଶାଦ, ସଙ୍ଗୀତା ଯାଦବ ଏବଂ ଦର୍ଶନା ସିଂ। କପିଲ ସିବଲ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିବାବେଳେ ରାଷ୍ଟ୍ରୀୟ ଲୋକଦଳ ଅଧ୍ୟକ୍ଷ ଜୟନ୍ତ ଚୌଧରୀ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭା ଯାଇଛନ୍ତି। ଉଭୟ ସମାଜବାଦୀ ପାର୍ଟି ସମର୍ଥନରେ ବିଜୟୀ ହୋଇଛନ୍ତି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ପ୍ରାର୍ଥୀ ଜାଭେଦ ଅଲି ମଧ୍ୟ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଛି। ରିଟର୍ନିଂ ଅଫିସର ନିର୍ବାଚିତ ସଦସ୍ୟଙ୍କୁ ସାର୍ଟିଫିକେଟ ପ୍ରଦାନ କରିଛନ୍ତି।
ଛତିଶଗଡ଼ରୁ କଂଗ୍ରେସ ପ୍ରାର୍ଥୀ ରାଜୀବ ଶୁକ୍ଳା ଏବଂ ରଞ୍ଜିତ ରଞ୍ଜନ ବିନା ପ୍ରତିଦ୍ୱନ୍ଦ୍ୱିତାରେ ରାଜ୍ୟ ସଭାକୁ ଯାଇଛନ୍ତି। ସାମ୍ବାଦିକରୁ ରାଜନେତା ହୋଇଥିବା ୬୧ ବର୍ଷୀୟ ଶୁକ୍ଳା ପୂର୍ବରୁ ୩ ଥର ରାଜ୍ୟ ସଭା ସଦସ୍ୟ ରହିଥିଲେ। ସେହିପରି ରଞ୍ଜିତ ବିହାରରୁ ପୂର୍ବତନ ଲୋକ ସଭା ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାନ୍‌ ମାର୍କେଟରେ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ୍‌

ନୂଆଦିଲ୍ଲୀ, ୨୪।୧: ଜାନୁୟାରୀ ୨୬ ପୂର୍ବରୁ ରାଜଧାନୀ ଦିଲ୍ଲୀର ଖାନ୍‌ ମାର୍କେଟ ଅଞ୍ଚଳରେ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ୍‌ ଦିଆଯାଉଥିବା ଘଟଣା ନେଇ ପୋଲିସ ଆକ୍ସନ୍‌ ମୋଡରେ...

ଲିଙ୍ଗାୟତ ସନ୍ଥ ଆତ୍ମହତ୍ୟା ପଛରେ ମହିଳା ଭକ୍ତ

ରାମନଗର(କର୍ନାଟକ),୧୭।୧୨: କର୍ନାଟକ ରାମନଗର ଜିଲାର କଞ୍ଚୁଗାଲ ବନ୍ଦେ ମଠ ମହନ୍ତ ବାସବଲିଙ୍ଗା ଶ୍ରୀ ସ୍ବାମୀଜୀ ଆତ୍ମହତ୍ୟା ମାମଲାର ତଦନ୍ତ କରୁଥିବା ପୋଲିସ ସ୍ଥାନୀୟ କୋର୍ଟରେ ଶୁକ୍ରବାର...

କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା’!

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା...

ଦେଶରେ ଜଣେ ମାତ୍ର ପ୍ରତିଭାଶାଳୀ ଯୁବକ ଜୟ ଶାହା, ତାଙ୍କୁ ଅଧ୍ୟକ୍ଷ କରିଦିଅ, କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୪।୬: ରାଷ୍ଟ୍ରୀୟ ଲୋକଦଳ ପାର୍ଟି(ଆରଏଲଡି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟନ୍ତ ଚୌଧୁରୀ କୁସ୍ତି ଯୋଦ୍ଧାଙ୍କ ସମର୍ଥନ କରି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ରବିବାର କହିଛନ୍ତି,...

ରାତିରେ ପ୍ରେମିକାଙ୍କୁ ଲୁଚିଲୁଚି ଦେଉଥିଲେ ପିଜା, ବାପା ଆସିବା ଭୟରେ ଛାତରୁ ଖସି ଯୁବକଙ୍କ ଜୀବନ ଗଲା

ହାଇଦ୍ରାବାଦ,୯।୮: ହାଇଦ୍ରାବାଦର ବୋରାବାଣ୍ଡା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ରାତିରେ ପ୍ରେମିକାଙ୍କୁ ଲୁଚିଲୁଚି ଦେଉଥିଲେ ପିଜା ଦେଉଥିବାବେଳେ ଯୁବତୀ ବାପା ଆସିବା ଭୟରେ ଛାତରୁ...

ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ଭଣଜା ଗିରଫ

ଚଣ୍ଡିଗଡ଼,୪ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ଭଣଜା ଭୁପେନ୍ଦ୍ର ସିଂ...

ପ୍ରେମିକାଙ୍କୁ ମହଙ୍ଗା ଉପହାର ଦେବା ପାଇଁ ଏମିତି ବାଟ ବାଛିଲେ ଯୁବକ

ନୂଆଦିଲ୍ଲୀ,୨୧।୮ : ଛୁରୀ ମୁନରେ ଜଣଙ୍କୁ ଲୁଟିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ୨୨ ବର୍ଷୀୟ ଯୁବକ। ପ୍ରେମିକାଙ୍କ ଜନ୍ମଦିନରେ ମହଙ୍ଗା ଉପହାର ଦେବା ପାଇଁ...

ତ୍ରିପୁରାରେ ଭାଜପା ଆଗୁଆ

ଅଗରତାଲା,୨ ।୩: ପୂର୍ବୋତ୍ତରର ୩ଟି ରାଜ୍ୟ ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ଏହି ୩ ରାଜ୍ୟରେ ହୋଇଥିବା...

Advertisement
Archives

Model This Week