ଏଣିକି ହାଇସ୍କୁଲରେ ପଢିବେ ଏକାଦଶ, ଦ୍ବାଦଶ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଏଣିକି ଏକାଦଶ ଓ ଦ୍ବାଦଶ ଶ୍ରେଣୀ ଛାତ୍ରୀଛାତ୍ର
ହାଇସ୍କୁଲରେ ପଢିବେ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏକାଦଶ ଶ୍ରେଣୀ ପାଇଁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇ ଥିବା ବେଳେ ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବ ବୋଲି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଏହି ସୂଚନା ଦେଇଛନ୍ତି । କେତେକ ଛାତ୍ରୀଛାତ୍ର ଘରଠାରୁ ଦୂରକୁ ଯାଇ କଲେଜରେ ଶିକ୍ଷା ଗ୍ରହଣ କରିବାକୁ ପଡୁଥିଲା। ଛାତ୍ରୀଛାତ୍ର ଏ ନେଇ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏପରିକି ଡ୍ରପଆଉଟ ବଢ଼ିବା ସାଙ୍ଗକୁ ଗରିବ ପିଲା ପାଠ ଛାଡୁଥିଲେ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଥିବା ମନ୍ତ୍ରୀ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଲାଗି ହଜାରେ ବର୍ଷର ସମ୍ପର୍କ ଖରାପ କରନି

ଭୁବନେଶ୍ୱର,୨୧।୨(ବ୍ୟୁରୋ): କୋଟିଆ ପ୍ରସଙ୍ଗକୁ ନେଇ ବିବାଦ ଥମିବାର ନଁା ଧରୁ ନ ଥିବାବେଳେ ଏହାକୁ ନେଇ ବର୍ତ୍ତମାନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ...

ଇଲେକ୍ଟ୍ରୋନିକ ସ୍କୁଟି ନିର୍ମାଣ କାରଖାନାରେ ଅଗ୍ନିକାଣ୍ଡ

ଚଣ୍ଡିଖୋଲ,୨।୧୦ (ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟ ଭାରତ ବେଞ୍ଜ କମ୍ପାନୀ ପରିସରରେ ଥିବା ଏକ ଇଲୋକ୍ଟ୍ରୋନିକ ସ୍କୁଟି...

ବିଜେଡି ଦଖଲରେ ୯୦ ପ୍ରତିଶତ ବ୍ଲକ

ଭୁବନେଶ୍ୱର,୧୩।୩(ବ୍ୟୁରୋ)- ରାଜ୍ୟରେ ଶନିବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ହୋଇଥିଲା । ଏହି ନିର୍ବାଚନରେ ବିଜେଡି ଏକପ୍ରକାର କ୍ଲିନ୍‌ସୁଇପ କରିଛି। ୩୧୪ ବ୍ଲକରୁ...

ଶୀତଳଭଣ୍ଡାର ବିକିବାକୁ ଗରାଖ ଖୋଜା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଆଳୁ ଚାଷ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଆଳୁ ରଖିବା ଏବଂ ଉପଯୁକ୍ତ ବଜାର ସୁବିଧା ମିଳୁ ନ ଥିବାରୁ ଚାଷୀମାନେ...

ନଳକୂପ ପାଇପରୁ ନିର୍ମାଣ ହେଲା ଟାୱାର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ବିଏସ୍‌ଏନ୍‌ଏଲ୍‌ ମୋବାଇଲ ସେବାର ଶୁଭାରମ୍ଭ ହୋଇଯାଇଛି। ଏହି ସେବା ତିଲୋରୀର ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ ଲୋକ...

ବିଷାକ୍ତ ମଦ ପିଇ ୪ ମୃତ

ବନ୍ତଳା,୨୮ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଶରଧାପୁର ପଞ୍ଚାୟତ ପଥରଗଡ଼ ଗ୍ରାମରେ ବିଷାକ୍ତ ମଦ୍ୟପାନ ଯୋଗୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ...

ଖୁବ୍‌ଶୀଘ୍ର ସପ୍ତଶଯ୍ୟାର ନବକଳେବର

ଢେଙ୍କାନାଳ ଅଫିସ, ୧୮।୩:  ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍‌ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ...

ବନ୍ୟାଜଳରେ ବନ୍ୟଜନ୍ତୁ: ଟାପୁରେ ଫସିିଛନ୍ତି ହରିଣ

ମାଲକାନଗିରି,୧୮ା୭ (ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ ଗତ ୬ଦିନ ଧରି ଓଡ଼ିଶା ସହ ଆନ୍ଧ୍ର ପ୍ରଦେଶ ବନ୍ୟାରେ ପ୍ରଭାବିତ ହୋଇଛି। ଏହି ବନ୍ୟାରେ ଅନେକ ଘରଦ୍ୱାର,...

Advertisement
Archives

Model This Week