Posted inଜାତୀୟ

କୃଷି ଆନ୍ଦୋଳନ: ବାହାରିଲା ନାହିଁ କୌଣସି ସମାଧାନ

ନୂଆଦିଲ୍ଲୀ,୨୨ ।୧: କେନ୍ଦ୍ରର କୃଷି ଆଇନକୁ ନେଇ କୃଷକମାନଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଛି । ଶୁକ୍ରବାର ପୁଣିଥରେ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ବୈଠକ ବସିଛି । ହେଲେ ଏଥିରେ କୌଣସି ସମାଧାନ ବାହାରି ନ ଥିବା ଜଣାପଡିଛି । ପ୍ରଥମେ ୧୮ ମିନିଟର କଥାବାର୍ତ୍ତା ମଧ୍ୟରେ କୌଣସି ସମାଧାନ ହୋଇ ନ ଥିଲା । ଏହାପରେ ୩ଘଣ୍ଟା ୨୦ ମିନିଟ ପର୍ଯ୍ୟନ୍ତ ବ୍ରେକ୍ ନିଆଯାଇଥିଲା । ଏହାପରେ ବୈଠକ ଆରମ୍ଭ ହେଉ ହେଉ ଶେଷ ହୋଇ ଯାଇଥିଲା । ବୈଠକ ଶେଷ ହେବା ପରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଥିଲେ ଆପଣଙ୍କ ସହଯୋଗ ପାଇଁ ସରକାର ଧନ୍ୟବାଦ ଜଣାଉଛନ୍ତି । ଆଇନରେ କୌଣସି ଅସୁବିଧା ନାହିଁ । ଆମେ ଆପଣଙ୍କ ସମ୍ମାନରେ ପ୍ରସ୍ତାବ ଦେଲୁ । ଆପଣ କୌଣସି ନିର୍ଣ୍ଣୟ ନେଇପାରିଲେ ନାହିଁ । ଯଦି ଆପଣମାନେ କୌଣସି ନିର୍ଣ୍ଣୟରେ ପହଞ୍ଚିବେ ତେବେ ଆମକୁ ସୂଚନା ଦେବେ । ଏହା ଉପରେ ଆଲୋଚନା କରାଯିବ । ହେଲେ କେବେ ଓ କେଉଁଠି ଆଲୋଚନା କରାଯିବ ତା’ର କୌଣସି ତାରିଖ ସରକାରଙ୍କ ପକ୍ଷରୁ ଦିଆଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri