Posted inଖେଳ

ଏଲଗାରଙ୍କ ଚମତ୍କାର ଇନିଂସ: ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ସ୍ଥିତି ଦୃଢ

ସେଞ୍ଚୁରିଅନ୍‌,୨୮।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ସେଞ୍ଚୁରିଅନରେ ଖେଳାଯାଉଛି। ଆଜି ମ୍ୟାଚର ତୃତୀୟ ଦିନରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୪୦୮ ସ୍କୋର କରି ଅଲଆଉଟ୍‌ ହୋଇଯାଇଥିଲା। ପ୍ରଥମ ଇନିଂସରେ ଭାରତ ୨୪୫ ରନ ସଂଗ୍ରହ କରିଥିଲା। ଏହିପରି ଆଫ୍ରିକୀୟ ଦଳ ପ୍ରଥମ ଇନିଂସରେ ୧୬୩ ରନ ଅଗ୍ରଣୀ ହାସଲ କଲା।
ତେବେ ଦକ୍ଷିଣ ଆୟୋଜକ ଦଳ ପାଇଁ ଡିନ ଏଲଗାର ସର୍ବାଧିକ ୧୮୫ ରନ ସଂଗ୍ରହ କରିଥିଲେ। ଏହା ବ୍ୟତୀତ ମାର୍କୋ ୟୁନସେନ ୮୪ ରନ ସ୍କୋର କରିବା ପରେ ଅପରାଜିତ ରହିଥିଲେ। ଜସପ୍ରୀତ ବୁମ୍‌ରା ଭାରତ ପାଇଁ ସର୍ବାଧିକ ୪ ଉଇକେଟ ନେଇଥିଲେ। ମହମ୍ମଦ ସିରାଜ ୨ ଉଇକେଟ ନେଇଥିଲେ। ଶାର୍ଦ୍ଦୁଲ ଠାକୁର, ପ୍ରସିଦ୍ଧ କ୍ରିଷ୍ଣା ଏବଂ ରବି ଅଶ୍ୱିନ ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଏ ସଫଳତା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?