Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ଦିଲ୍ଲୀ ହାଇକୋର୍ଟ ନିମ୍ନ ଅଦାଲତରୁ ମିଳିଥିବା ଜାମିନ ଉପରେ ରୋକକୁ ଜାରି ରଖିଛନ୍ତି। ନିକଟରେ କେଜ୍‌ରିଓ୍ବାଲଙ୍କୁ ନିମ୍ନ ଅଦାଲତ ଜାମିନ ପ୍ରଦାନ କରିଥିଲେ। ଏହାକୁ ନେଇ ଇଡି ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲା।

ବାସ୍ତବରେ ଦିଲ୍ଲୀର ମଦ ଦୁର୍ନୀତିରେ ଅର୍ଥ ହେରଫେର ମାମଲାରେ କେଜ୍‌ରିଓ୍ବାଲଙ୍କୁ ମାର୍ଚ୍ଚ ୨୧ରେ ଗିରଫ କରାଯାଇଥିଲା। ନିକଟରେ ଲୋକ ସଭା ନିର୍ବାଚନରେ ପ୍ରଚାର କରିବା ପାଇଁ ତାଙ୍କୁ ସୁପ୍ରିମକୋର୍ଟରୁ ଜୁନ ୨ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିଥିଲା। ଏହା ପରେ ସେ ଜୁନ ୨ରେ ଆତ୍ମସମର୍ପଣ କରିଥିଲେ। ତା’ପରେ ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପାଇଁ ନିମ୍ନ ଅଦାଲତକୁ ଯିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri