ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ଇ-କେୱାଇସି କରିବା ଜରୁରୀ,ଆସିଲା ନୂଆ ସୂଚନା

ଭୁବନେଶ୍ୱର,୧୬।୧: ରାଜ୍ୟର ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ସେମାନଙ୍କ ଆଧାରକାର୍ଡ ଇ-କେୱାଇସି କରିବା ଜରୁରୀ ଅଟେ। ଇ-କେୱାଇସି କରିଥିବାର ସଦ୍ୟତମ ସ୍ଥିତି ବିଷୟରେ ଜାଣିବା ପାଇଁ http://foododisha.in ପୋର୍ଟାଲ୍‌ରେ Your eKYC status ଲିଙ୍କ୍ କ୍ଲିକ କରନ୍ତୁ।

ଇ-କେୱାସି ସମ୍ବନ୍ଧିତ ସୂଚନା ପାଇଁ ଦୟାକରି ନିମ୍ନରେ ଦିଆଯାଇଥିବା ନିର୍ଦ୍ଦେଶାବଳୀ ପଢନ୍ତୁ:

Image


Enter your email to get our daily news in your inbox.

All Right Reserved By Dharitri.Com

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri