ଦୂରକରନ୍ତୁ ଲୁଗାର ଗନ୍ଧ

ବର୍ଷାଦିନେ ଲୁଗାପଟା ଠିକ୍‌ ଭାବେ ଶୁଖିପାରେ ନାହିଁ। ସେଥିପାଇଁ ସେଥିରୁ ଏକପ୍ରକାର ଗନ୍ଧ ବାହାରେ ଓ ପିନ୍ଧିବାକୁ ଭଲ ଲାଗେ ନାହିଁ। ତେବେ ବର୍ଷାଦିନେ ଲୁଗାପଟାର ଏହି ଗନ୍ଧ ଦୂରକରିବା ପାଇଁ
ଜାଣିରଖନ୍ତୁ କିଛି ସହଜ ଉପାୟ।

ଧୋଇବା ପାଇଁ ଏକାଠି ରଖିଥିବା ମଇଳା ଲୁଗାପଟାକୁ ଗୋଟିଏ ସ୍ଥାନରେ ଗଦାକରି ରଖନ୍ତୁ ନାହିଁ। ଏହା ଫଳରେ ମଇଳା ଲୁଗାରୁ ଏକା ପ୍ରକାର ଗନ୍ଧ ବାହାରିବ ଯାହାକୁ ସଫା କରିବା ପରେ ତୁରନ୍ତ ଗନ୍ଧ ଯିବନାହିଁ। ତେଣୁ ମଇଳା ଲୁଗା ସବୁକୁ ଏକ ରଶି ଉପରେ ଅଲଗା ଅଲଗା କରି ଝୁଲାଇ ରଖନ୍ତୁ।
ମଇଳା ଲୁଗାକୁ ବେଶି ଦିନ ନ ରଖି ଶୀଘ୍ର ସଫାକରି ଦିଅନ୍ତୁ। ବେଶି ଗନ୍ଧ ହେବ ନାହିଁ।
ସଫାହେବା ପରେ ବି ଲୁଗାପଟା ଗନ୍ଧ ନ ହେବା ପାଇଁ ସଫା କରିବା ସମୟରେ ଡିଟରଜେଣ୍ଟ ସହ କିଛି ଭିନେଗାର ଓ ବେକିଂ ସୋଡ଼ା ମିଶାନ୍ତୁ।
ବର୍ଷା ଯଦି ଲାଗି ରହିଥାଏ ତେବେ ଘରେ ଫ୍ୟାନ୍‌ ତଳେ ସଫା ଲୁଗାକୁ ଶୁଖାନ୍ତୁ। ବାହାରେ ଖରା ଆସିବା ପରେ ହିଁ ଲୁଗା ଶୁଖାନ୍ତୁ।
ବର୍ଷାଦିନେ ମଇଳା ଲୁଗା ଡିଟରଜେଣ୍ଟରେ ଭିଜାଇବା ସମୟରେ ସେଥିରେ କିଛି ଲେମ୍ବୁ ରସ ମିଶାଇ ଭିଜାନ୍ତୁ। ଶୁଖିବା ପରେ ଲୁଗାପଟାରୁ କୌଣସି ଗନ୍ଧ ଆସିବ ନାହିଁ ଓ ଫ୍ରେଶ୍‌ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri