ଦୀର୍ଘ ଦିନର ପ୍ରେମ ସମ୍ପର୍କ ପରେ ଅନୁରାଗଙ୍କ ହାତ ଧରିଲେ ଏଲିନା

ଭୁବନେଶ୍ୱର,୧୭ା୧୧: ଓଲିଉଡର ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଲମ୍ବା ସମୟ ଧରି ପ୍ରେମିକ ଅନୁରାଗଙ୍କ ସହିତ ସମ୍ପର୍କରେ ରହିବା ପରେ ନଭେମ୍ବର ୧୭ ତାରିଖ ରବିବାର ଇଣ୍ଡୋନେସିଆ ବାଲିର ଏକ ହୋଟେଲରେ ବିଧିବଦ୍ଧ ଭାବେ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ଦୁଇ ପରିବାରର ନିକଟସ୍ଥ ସମ୍ପର୍କୀୟ ଉପସ୍ଥିତ ରହିଥିଲେ। ପୂର୍ବରୁ ଏଲିନାଙ୍କ ସହିତ ଇଣ୍ଡଷ୍ଟ୍ରିର ବହୁ ଅଭିନେତାଙ୍କ ନାମ ଯୋଡ଼ା ଯାଉଥିଲା ବେଳେ ଏବେ ହଠାତ୍ ଅନୁରାଗଙ୍କ ସହିତ ବିବାହ ଖବର ଦେଇ ଏଲିନା ସମସ୍ତଙ୍କୁ ଚକିତ କରିଦେଇଛନ୍ତି।

ଏଲିନା ଏକ ଘରୋଇ ଚ୍ୟାନେଲର ରିଆଲିଟି ଶୋ’ରୁ ବିଜେତା ହୋଇ ୨୦୧୫ ରେ ଓଡ଼ିଆ ଇଣ୍ଡଷ୍ଟ୍ରିରେ ଏଣ୍ଟ୍ରି କରିଥିଲେ। ତାଙ୍କର ପ୍ରଥମ ଚଳଚ୍ଚିତ୍ର ‘ଇସ୍କ ତୁ ହି ତୁ ଚଳଚ୍ଚିତ୍ରରୁ ତାଙ୍କର ଅଭିନୟ ଆରମ୍ଭ କରିଥିଲେ। ଏହାପରେ କେହି ନୁହେଁ କାହାର, ଜଗା ହାତରେ ପଘା, ଲଭ୍ ଷ୍ଟେସନ, ଝିଅଟା ବିଗିଡ଼ିଗଲା, ଅଭୟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, କାବୁଲା ବାରବୁଲା, ହାପି ଲକି, ୪ ଇଡିଅଟସ୍, ଟୋକାଟା ଫସିଗଲା, ପ୍ରତିଶୋଧ, ମାଲ୍ୟଗିରି ଆଦି ଚଳଚିତ୍ରରେ ଅଭିନୟ କରି ଅନେକ ପ୍ରଶଂସା ସାଉଣ୍ଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri