ଏଲିଜାବେଥ ହେବେ ଫ୍ରାନ୍ସର ନୂଆ ପ୍ରଧାନମନ୍ତ୍ରୀ

ପ୍ୟାରିସ,୧୭ ।୫: ଫ୍ରାନ୍ସର ରାଷ୍ଟ୍ରପତି କାର୍ଯ୍ୟାଳୟ ଏଲିସି ଏକ ବୟାନରେ କହିଛନ୍ତି ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ଔପଚାରିକ ଭାବେ ତାଙ୍କ ଇସ୍ତଫା ପ୍ରଦାନ କରିଛନ୍ତି । ଆଉ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ତାଙ୍କ ଇସ୍ତଫା ଗ୍ରହଣ କରି ନେଇଛନ୍ତି । ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ସୋମବାର ରାଷ୍ଟ୍ରପତି ଭବନ ଯାଇ ତାଙ୍କ ଇସ୍ତଫା ପ୍ରଦାନ କରିଛନ୍ତି । ଯାହାକୁ ରାଷ୍ଟ୍ରପତି ସ୍ୱୀକାର କରି ନେଇଛନ୍ତି । ରାଷ୍ଟ୍ରପତି ଭାବେ ଇମାନୁଏଲ ମାକ୍ରୋନ ଦ୍ୱିତୀୟଥର ରାଷ୍ଟ୍ରପତି ହେବା ପରେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ସୋମବାର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ତାଙ୍କ ଇସ୍ତଫା ପ୍ରଦାନ କରିଛନ୍ତି ।

ଏହାପରେ ରାଷ୍ଟ୍ରପତି ଏଲିଜାବେଥ ବର୍ନଙ୍କୁ ଦେଶର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି । ଏହା ପୂର୍ବରୁ ଫ୍ୟାନ୍ସର ରାଷ୍ଟ୍ରପତି କାର୍ଯ୍ୟାଳୟ ଏଲିସି ଏକ ବୟାନରେ କହିଥିଲା କି ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ଔପଚାରିକ ଭାବେ ତାଙ୍କ ଇସ୍ତଫା ଦେବାକୁ ସୋମବାର ରାଷ୍ଟ୍ରପତି ଭବନ ଆସିଥିଲେ । ଏହାକୁ ରାଷ୍ଟ୍ରପତି ସ୍ୱୀକାର କରି ନେଇଛନ୍ତି । ଫ୍ରାନ୍ସ ଗଣମାଧ୍ୟମ କହିଛି ଏହି ପଦପାଇଁ ଏଲିଜାବେଥ ବର୍ନଙ୍କୁ ରାଷ୍ଟ୍ରପତି ମାକ୍ରୋନ ପସନ୍ଦ କରିଛନ୍ତି । ଫ୍ରାନ୍ସ ରାଷ୍ଟ୍ରପତି କାର୍ଯ୍ୟାଳୟର ସୂଚନା ଅନୁଯାୟୀ, ଏକରୁ ଅଧିକ ପ୍ରଧାନମନ୍ତ୍ରୀ ନିଯୁକ୍ତ ହେବା ଏକ ସାଧାରଣ କଥା ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri