ଟୁଇଟର୍‌ କିଣିବା ପରେ ଏଲନ ମସ୍କଙ୍କ ୫ ବର୍ଷ ପୁରୁଣା ଟୁଇଟ୍‌ ଭାଇରାଲ୍‌

ଓ୍ବାଶିଂଟନ୍‌,୨୬।୪:ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସଲାର ସିଇଓ ଏଲନ ମସ୍କ ଟୁଇଟର କିଣିଛନ୍ତି। ଏହି ସମୟରେ ଏଲନଙ୍କ ଏକ ପାଞ୍ଚ ବର୍ଷ ପୁରୁଣା ଟୁଇଟ୍‌ ଭାଇରାଲ ହେଉଛି। ସେ ସେହି ଟୁଇଟ୍‌ରେ ଟୁଇଟର୍‌ କିଣିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଡିସେମ୍ବର ୨୧, ୨୦୧୭ରେ, ଏଲନ ମସ୍କ ଟୁଇଟ୍‌ କରି କରି କହିଥିଲେ ଯେ, ସେ ଟୁଇଟ୍‌ରକୁ ଭଲ ପାଆନ୍ତି। ଜଣେ ୟୁଜର୍ସ ଏହି ଟୁଇଟ୍‌କୁ ଉତ୍ତରରେ କହିଥିଲେ, ଆପଣ ଏହାକୁ କିଣିଦିଅନ୍ତୁ। ମସ୍କ ଏହି ୟୁଜର୍ସଙ୍କୁ ପଚାରିଥିଲେ ଏହାର ମୂଲ୍ୟ କେତେ ହେବ? ଏବେ ପାଞ୍ଚ ବର୍ଷ ପରେ ସେ ଟୁଇଟର୍‌ କିଣି ଦେଖାଇଛନ୍ତି।
କିଛି ଦିନ ପୂର୍ବରୁ ଟୁଇଟ୍‌ରରେ ୯.୨ ପ୍ରତିଶତ ଅଂଶଧନ କ୍ରୟ କରି ଏଲନ ମସ୍କ କମ୍ପାନୀର ଦ୍ୱିତୀୟ ବୃହତ୍ତମ ଅଂଶୀଦାର ହୋଇଥିଲେ। ଏହା ପରେ ଟୁଇଟର୍‌ ତାଙ୍କୁ ଏହାର ବୋର୍ଡର ସଦସ୍ୟ କରିବାକୁ ପ୍ରସ୍ତାବ ଦେଇଥିଲା, କିନ୍ତୁ ଏକ ସର୍ତ୍ତ ରଖିଥିଲା ଯେ ବୋର୍ଡ ସଦସ୍ୟମାନେ କମ୍ପାନୀକୁ ନେଇପାରିବେ ନାହିଁ। ଏହି ସର୍ତ୍ତକୁ ଗ୍ରହଣ ନ କରି, ଏଲନ ମସ୍କ କିଛି ଦିନ ପରେ ଟୁଇଟର୍‌କୁ ୪୪ ବିଲିୟନ ଡଲାରରେ କିଣିଛନ୍ତି।

Elon Musk old tweet


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri