Posted inଖେଳ

ଭାଙ୍ଗିଗଲା ବିଶ୍ୱର ନମ୍ବର ୧ ଅଲରାଉଣ୍ଡରଙ୍କ ବିବାହ

ଅଷ୍ଟ୍ରେଲିଆ କ୍ରିକେଟର ଏଲିସ୍‌ ପେରିଙ୍କ ବିବାହ ବିଚ୍ଛେଦ ଘଟିଛି। ସ୍ବାମୀ ତଥା ରଗବୀ ଖେଳାଳି ମ୍ୟାଟ୍‌ ଟୋମୁଆଙ୍କଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି ପେରି। ୨୦୧୫ରେ ମ୍ୟାଟ୍‌ ଏବଂ ପେରି ବିବାହ କରିଥିଲେ। ଦୁହଁିଙ୍କ ଛାଡପତ୍ର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗତ ଫେବୃୟାରୀରୁ ମ୍ୟାଟ୍‌ଙ୍କଠାରୁ ସେ ଅଲଗା ରହୁଥିଲେ। ଅଷ୍ଟ୍ରେଲିଆନ୍‌ କ୍ରିକେଟ ଆଓ୍ବାର୍ଡରେ ମଧ୍ୟ ଏକୁଟିଆ ପହଞ୍ଚିଥିଲେ। ଏଥର ସେ ବେଲିଣ୍ଡା କ୍ଲାର୍କ ଆଓ୍ବାର୍ଡ ଜିତିବା ପରେ ନିଜ ବାର୍ତ୍ତାରେ ମ୍ୟାଟ୍‌ଙ୍କ ନାମ ନେଇ ନ ଥିଲେ। ରବିବାର ଉଭୟ ସମ୍ମାନର ସହ ଅଲଗା ହେବାର ନିଷ୍ପତ୍ତି ନେଇଥିବା ଘୋଷଣା କରିଛନ୍ତି। ଆମେ ସବୁବେଳେ ନିଜ ସମ୍ପର୍କ ବିଷୟରେ ଗୁପ୍ତ ରଖିବାକୁ ଚାହୁଁତ୍ଥିଲୁ। କିନ୍ତୁ ପରିସ୍ଥିତି ଏପରି ହେଲା ଏନେଇ ଘୋଷଣା କରିବାକ୍‌ୁ ବାଧ୍ୟ ହେଲୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri