ଏଲନ ମସ୍କଙ୍କ ଘୋଷଣା: ଆଜିଠୁ ହଟିବ ଟୁଇଟରରୁ ବ୍ଲୁ ଟିକ୍‌

ଓ୍ବାଶିଂଟନ,୨୦।୪: ଏପ୍ରିଲ ୨୦ ଅର୍ଥାତ୍‌ ଆଜିଠୁ ଟୁଇଟରରେ ବ୍ଲୁ ଟିକ୍‌ ହଟିବ। ଏନେଇ ଟୁଇଟର ସିଇଓ ଏଲନ ମସ୍କ ନିକଟରେ ଘୋଷଣା କରିଥିଲେ। ସେ କହିଥିଲେ, ଏପ୍ରିଲ ୨୦ରୁ ଟୁଇଟରରୁ ବ୍ଲୁ ଟିକ୍‌ ମାର୍କ ହଟାଯିବ। ଯଦି କିଏ ବ୍ଲୁ ଟିକ୍‌ ଚାହୁଁଛନ୍ତି, ତେବେ ପାଇଁ ମାସିକ ଚାର୍ଜ ଦେବାକୁ ପଡିବ। ଯାହାପରେ ଆକାଉଣ୍ଟରେ ବ୍ଲୁ ଟିକ ମାର୍କ ଆକ୍ଟିଭ ହୋଇଯିବ।

୨୦୦୯ରେ ବ୍ଲୁ ଟିକ୍‌ ଆରମ୍ଭ ହୋଇଥିଲା। ଏହି ଟିକ ମାର୍କ ସମସ୍ତ ଉପଭୋକ୍ତାଙ୍କୁ ଦିଆଯାଇନାହିଁ। କେବଳ ରାଜନୈତିକ ନେତା, ସେଲିବ୍ରିଟି, ସାମ୍ବାଦିକ ଏବଂ ପ୍ରଭାବଶାଳୀ ଲୋକଙ୍କୁ ବ୍ଲୁ ଟିକ୍‌ ଦିଆଯାଉଥିଲା। ସେମାନଙ୍କ ଆକାଉଣ୍ଟ ଯାଞ୍ଚ କରିବା ପରେ ବ୍ଲୁ ଟିକ୍‌ ମାଗଣାରେ ମିଳୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri