Advertisement

ଟ୍ରମ୍ପ ଟୁଇଟରକୁ ଫେରିବା ପରେ ଅନ୍ୟ ନିଲମ୍ବିତ ଆକାଉଣ୍ଟକୁ ନେଇ ବଡ ଘୋଷଣା କଲେ ମସ୍କ

ୱାଶିଂଟନ,୨୫ ।୧୧: ଟୁଇଟରର ନୂଆ ମାଲିକ ହେବା ପରେ ଏଲନ ମସ୍କ ଏହି ମାଇକ୍ରୋ ବ୍ଲଗିଂ ସାଇଟରେ ଲଗାତାର ପରିବର୍ତ୍ତନ କରି ଚାଲିଛନ୍ତି । ଏହି କ୍ରମରେ ଗୁରୁବାର ସେ ଟୁଇଟରରୁ ନିଲମ୍ବିତ ହୋଇଥିବା ଆକାଉଣ୍ଟ ଗୁଡିକ ପାଇଁ ‘ସାମାନ୍ୟ କ୍ଷମା’ ଘୋଷଣା କରିଛନ୍ତି । ଏଲନ ମସ୍କ କହିଛନ୍ତି, ସେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ହ୍ୟାଣ୍ଡେଲକୁ ଆରମ୍ଭ କରିବା ପରେ ଅନ୍ୟ ନିଲମ୍ବିତ ଆକାଉଣ୍ଟ ପାଇଁ ‘ସାମାନ୍ୟ କ୍ଷମା’ ଆରମ୍ଭ କରିବେ । ମସ୍କ ଟୁଇଟରରେ ଲେଖିଛନ୍ତି ଜନତା ସେମାନକ ରାୟ ଦେଇ ଦେଇଛନ୍ତି, କ୍ଷମା ଅଗାମୀ ସପ୍ତାହରୁ ଆରମ୍ଭ ହୋଇଯିବ, ଜନତାଙ୍କ ସ୍ୱର, ଈଶ୍ୱରଙ୍କ ସ୍ୱର’ ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍‌...

ଯାତ୍ରା ହେଲା ଶେଷ ଯାତ୍ରା: ମଝି ସମୁଦ୍ରରେ ଓଲଟିଲା ଡଙ୍ଗା; ୫୮ ମୃତ

ଡାକାର,୫।୧୨: ଆଟଲାଣ୍ଟିକ୍‌ ମହାସାଗରରେ ଶରଣାର୍ଥୀଙ୍କୁ ନେଇ ଯାଉଥିବା ଏକ ଯନ୍ତ୍ରଚାଳିତ ଡଙ୍ଗା ଓଲଟି ପଡ଼ିଛି। ଏଥିରେ ୫୮ ଜଣଙ୍କ ମୃତ୍ୟୁ ଘଟିଛି। ଶରଣାର୍ଥୀମାନେ ପଶ୍ଚିମ ଆଫ୍ରିକାର...

ପାକିସ୍ତାନରେ ୪୯ ସାମ୍ବାଦିକଙ୍କ ନାମରେ ମାମଲା

ଇସ୍‌ଲାମାବାଦ୍‌, ୨୬।୯: ଆତଙ୍କବାଦୀ ଆର୍ଯ୍ୟକାଳପ ପାଇଁ ବିଶ୍ୱରେ ନିନ୍ଦିତ ହେଉଥିବା ପାକିସ୍ତାନର ସଂଘୀୟ ତଦନ୍ତକାରୀ ସଂସ୍ଥା(ଏଫଆଇଏ) ନିଜ ଦେଶର ଗଣମାଧ୍ୟମର କଣ୍ଠରୋଧ କରିବାକୁ ଚେଷ୍ଟା କରୁଛି।...

ପାକିସ୍ତାନ ଉପରେ ଚାଇନାର ଭରସା ନାହିଁ

ଇସଲାମାବାଦ,୧୭ା୮: ଅର୍ଥନୈତିକ ପରିସ୍ଥିତିର ସମ୍ମୁଖୀନ ହେଉଥିବା ପାକିସ୍ତାନରେ ଚାଇନା ବହୁ ବିନିଯୋଗ କରୁଛି। କିନ୍ତୁ ପାକିସ୍ତାନରେ ଚାଇନା କର୍ମଚାରୀଙ୍କ ଉପରେ ଆକ୍ରମଣ ହେଉଥିବା ଖବର ଆସୁଛି।...

ବଲୋଚିସ୍ତାନରେ ପ୍ରବଳ ବର୍ଷା, ବନ୍ୟାରେ ୨୫ ଲୋଙ୍କ ମୃତ୍ୟୁ, କ୍ୱେଟାରେ ଜରୁରୀକାଳିନ ପରିସ୍ଥିତି ଘୋଷଣା

କରାଚି,୭ ।୭: ପାକିସ୍ତାନର ବଲୋଚିସ୍ତାନ ଅଞ୍ଚଳରେ ବୁଧବାର ହୋଇଥିବା ମୁସଳଧାରା ବର୍ଷା ପରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଥିରେ ଗୋଟିଏ ପରିବାରର ୬ ମହିଳାଙ୍କ...

ଫୋନ୍‌ରେ ଗପୁଥିଲେ ସ୍ବାମୀ, ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସ୍ତ୍ରୀ; ଆଉ ତା’ ପରେ…

ଓ୍ବାଶିଂଟନ,୨୮ା୫: ମୋବାଇଲ ବ୍ୟବହାରକୁ ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେବା ସାଧାରଣ ଘଟଣା। ମାତ୍ର ଆମେରିକାରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଜାଣିଲେ...

ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ: ୮ ସୈନ୍ୟ ମୃତ

ଇସଲାମାବାଦ,୧୫।୪: ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣରେ ୮ ଜଣ ପାକିସ୍ତାନୀ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଉତ୍ତର ୱାଜିରସ୍ତାନରେ ଦୁଇଟି ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଉତ୍ତର ୱାଜିରସ୍ତାନର ଡାଟାଖେଲା...

ପ୍ୟାରିସ୍‌ ଜଳବାୟୁ ଚୁକ୍ତି: ଆମେରିକା ବ୍ୟତୀତ ସବୁ ଜି୨୦ ରାଷ୍ଟ୍ରଙ୍କ ସମର୍ଥନ

ଓସାକା,୩୦ା୬(ପି.ଟି): ପ୍ୟାରିସ୍‌ ଜଳବାୟୁ ଚୁକ୍ତିନାମାକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବାକୁ ଶନିବାର ଜି-୨୦ ରାଷ୍ଟ୍ରଗୋଷ୍ଠୀର ୧୯ ସଦସ୍ୟ ରାଷ୍ଟ୍ର ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। କେବଳ ଆମେରିକା ଏହାକୁ ସମର୍ଥନ...

Advertisement
Archives

Model This Week