ବ୍ରେନରେ ଚିପ ଲଗାଇ ବୁଲିବେ ମନୁଷ୍ୟ, ଦୃଷ୍ଟିବାଧିତଙ୍କୁ ବି ମିଳିବ ଆଲୋକ, ହେବ ନ୍ୟୁରାଲିଂକ ଟେକନିକ: ମସ୍କ

ୱାଶିଂଟନ,୨ ।୧୨: ଖୁବଶୀଘ୍ର ମନୁଷ୍ୟ ବ୍ରେନ୍ ଚିପ ଲଗାଇ ବୁଲିବାକୁ ବାହାରିବ । ଏହାସହ ଏହି ଚିପ ଦ୍ୱାରା ଦୃଷ୍ଟିବାଧିତଙ୍କୁ ଆଲୋକ ମିଳିବ । ଟେଲସା ସିଇଓ ଏଲନ ମସ୍କ ଦାବି କରିଛିନ୍ତି କି ତାଙ୍କ କମ୍ପାନୀ ନ୍ୟୁରାଲିଂକ ଆସନ୍ତା ୬ ମାସ ମଧ୍ୟରେ ମନୁଷ୍ୟର ବ୍ରେନରେ ଚିପ ଲଗାଇବାକୁ ଯାଉଛି ।

ଦ ଷ୍ଟ୍ରିଟର ଏକ ରିପୋର୍ଟ ଅନୁଯାୟୀ, ମସ୍କ କହିଛନ୍ତି କମ୍ପାନୀର ମୂଳ ଲକ୍ଷ୍ୟ ହେଉଛି ଦୃଷ୍ଟି ଓ ପାରାଲିସିସକୁ ଠିକ୍ କରିବା । ଜନ୍ମରୁ ଯେଉଁମାନେ ଦୃଷ୍ଟି ବାଧିତ ସେମାନଙ୍କ ଆଖିରେ ନ୍ୟୁରାଲିଂକ ସାହାଯ୍ୟରେ ଆଲୋକ ଆସିପାରିବ । ଶରୀରର ହାଡ ଭାଙ୍ଗିଯିବାରୁ ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ଅକ୍ଷମ ହୋଇଯାଇଛନ୍ତି ସେମାନେ ପୁଣିଥରେ ହୃଷ୍ଟପୁଷ୍ଟ ହେବାକୁ ନ୍ୟୁରାଲିଂକ ଟେକନିକ ବି ସାହାଯ୍ୟ କରିବ ।
ମସ୍କ ନ୍ୟୁରାଲିଂକ ଶୋ’ରେ କହିଛନ୍ତି, ବ୍ରେନରେ ଚିପ ଲଗାଇବାକୁ ନେଇ କମ୍ପାନୀ କଠିନ ପରିଶ୍ରମ କରୁଛି । ଅଧିକାଂଶ କାଗଜପତ୍ର କାର୍ଯ୍ୟ ୟୁଏସ ଫୁଡ ଆଣ୍ଡ ଡ୍ରଗ ଆଡମିନିଷ୍ଟ୍ରେଶନ(ଏଫଡିଏ)କୁ ଦିଆଯାଇଛି । ଏହାପରେ ମାନବ ବ୍ରେନରେ ନ୍ୟୁରାଲିଂକ ସ୍ଥାପନ କରିବାରେ ସଫଳତା ମିଳିବ ।
ମସ୍କ କହିଛନ୍ତି ଏବେ ମାନବ ପାଇଁ ଅର୍ଟିଫିସିୟାଲ ଇଣ୍ଟଲିଜେନ୍ସର ମୁକାବିଲା କରିବା ଜରୁରୀ ହୋଇପଡିଛି । ଏହାର କଠିନତାକୁ କମ କରିବାକୁ ଚେଷ୍ଟା କରିବାକୁ ପଡିବ । ସେ କହିଛନ୍ତି ଲ୍ୟାପଟପ ଓ ଫୋନ ସହ ଇଣ୍ଟରାକ୍ଟ କରିବା ଲୋକଙ୍କ କ୍ଷମତା ଖୁବ୍ କମ ।


Enter your email to get our daily news in your inbox.

All Right Reserved By Dharitri.Com

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri