Advertisement

ଓଜନ କମାଇଲେ ଏଲନ ମସ୍କ

ଓ୍ବାଶିଂଟନ,୧୬ା୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଟ୍ବିଟରର ନୂଆ ମାଲିକ ଏଲନ ମସ୍କ ପ୍ରାୟ ୧୪ କିଲୋଗ୍ରାମ ଓଜନ ହ୍ରାସ କରିଛନ୍ତି। ମସ୍କ କହିଛନ୍ତି, ସେ ତାଙ୍କ ଓଜନ ପ୍ରାୟ ୩୦ ପାଉଣ୍ଡ ଅର୍ଥାତ୍‌ ପ୍ରାୟ ୧୩.୬ କିଲୋଗ୍ରାମ ହ୍ରାସ କରିଛନ୍ତି। ମସ୍କ ନିଜେ ଟ୍ବିଟରରେ ଏହା ପ୍ରକାଶ କରିଛନ୍ତି। ଜଣେ ୟୁଜର କହିଛନ୍ତି, ଆପଣ ବହୁତ ଓଜନ ହ୍ରାସ କରିଛନ୍ତି।

ଅନ୍ୟ ଜଣେ ୟୁଜର କହିଛନ୍ତି, ମସ୍କକୁ ପଚାରିଲେ ସବୁଠାରୁ ଅଧିକ ପାର୍ଥକ୍ୟ କଣ? ସେ ଟ୍ବିଟ୍‌ କରି କହିଛନ୍ତି, ‘ସବୁଠାରୁ ବଡ ପାର୍ଥକ୍ୟ କଣ?’ ଏହା ଉପରେ ମସ୍କ କହିଛନ୍ତି, ‘ଉପାସ ରହିବା, ମଧୁମେହ ଔଷଧ ଗ୍ରହଣ କରିବା ଏବଂ କୌଣସି ସୁସ୍ବାଦୁ ଖାଦ୍ୟ ନ ଖାଇବା। ମୁଁ ସେଗୁଡ଼ିକର ଯତ୍ନ ନେଉଛି।’ ଏହା ତାଙ୍କ ଓଜନ ହ୍ରାସର ରହସ୍ୟ ବୋଲି ସେ ପ୍ରକାଶ କରିଛନ୍ତି। ୫୧ବର୍ଷୀୟ ଏଲନ ତାଙ୍କ ସ୍ବାସ୍ଥ୍ୟର ବହୁତ ଯତ୍ନ ନେଉଥିବା ତାଙ୍କ ଟୁଇଟ୍‌ରୁ ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ଭାରତୀୟ ଛାତ୍ରୀଙ୍କୁ କରୋନା

ଦୁବାଇ,୬ା୩(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ କରୋନା ରୋଗୀସଂଖ୍ୟା ୨୮କୁ ବୃଦ୍ଧି ପାଇଥିବାବେଳେ ସେମାନଙ୍କ ମଧ୍ୟରେ ଜଣେ ଭାରତୀୟ ଛାତ୍ରୀ ରହିଛନ୍ତି। ଦୁବାଇର ଭାରତୀୟ ସ୍କୁଲରେ...

ଥରିଲା ପାପୁଆ ନିଉ ଗିନି

ପୋର୍ଟ ମୋରସିବାୟ,୯।୨: ରିକ୍ଟର ସ୍କେଲରେ ୬.୨ ତୀବ୍ରତାର ଏକ ଭୂକମ୍ପ ରବିବାର ସକାଳେ ପାପୁଆ ନିଉ ଗିନିରେ ଅନୁଭୂତ ହୋଇଛି। ଏଥିରେ ମୃତାହତ ବା କ୍ଷୟକ୍ଷତି...

ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି...

ଭେଣ୍ଟିଲେଟରରେ ଅଧିକ କରୋନା ସଂକ୍ରମିତଙ୍କ ଘଟୁଛି ମୃତ୍ୟୁ !

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଗୁରୁତର କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଭେଣ୍ଟିଲେଟରର ସହାୟତା ନିଆଯାଉଛି। ତେବେ ଏକ ରିପୋର୍ଟରୁ...

ସେରାଓ୍ବିକ୍‌ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ

ହୋଷ୍ଟନ, ୨୮ା୨: ଭାରତରେ ପରିବେଶ ଓ ଉର୍ଜା କ୍ଷେତ୍ରରେ ସ୍ଥାୟୀ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେରାଓ୍ବିକ୍‌ ଗ୍ଲୋବାଲ ଏନର୍ଜି ଆଣ୍ଡ ଏନ୍‌ଭାରଇନମେଣ୍ଟ ପୁରସ୍କାର...

ମାଲିକଙ୍କ ମୃତ୍ୟୁର ୧୫ ମିନିଟ ଭିତରେ ଜୀବନ ହାରିଲା ପୋଷା କୁକୁର

ମଣିଷ-ପଶୁ ସମ୍ପର୍କ ସବୁବେଳେ ସ୍ବତନ୍ତ୍ର। ଏହା ଏପରି ସମ୍ପର୍କ, ଯାହା କେବେ ସ୍ବାର୍ଥ ଦେଖେନାହଁି ନା ଏଥିରେ ଥାଏ ଛନ୍ଦ କପଟ! ଏଭଳି ଏକ ନିଆରା...

ସବୁଠୁ ରଙ୍ଗିନ କାଫେ

ଯଦି ଆପଣ ଥାଇଲାଣ୍ଡ, ବ୍ୟାଙ୍କକ୍‌ ଯିବାକୁ ଯୋଜନା କରିଛନ୍ତି। ଆଉ ଆପଣ ୟୁନିକର୍ନ, ପୋନି ଏବଂ ରଙ୍ଗକୁ ଭଲ ପାଆନ୍ତି। ତେବେ ସେଠାକାର ସିଲୋମରେ ଥିବା...

୧୯ ହଜାର ଟପିଲା କରୋନା ମୃତ୍ୟୁ

ପ୍ୟାରିସ୍‌/ମାଡ୍ରିଡ,୨୬ା୩: କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବୁଧବାର ୧୯,୭୪୮ରେ ପହଞ୍ଚତ୍ଛି। ଡିସେମ୍ବରରେ ଚାଇନାରୁ ଆରମ୍ଭ ହୋଇଥିବା କୋଭିଡ୍‌-୧୯ ବର୍ତ୍ତମାନ ସୁଦ୍ଧା ୧୯୬ ଦେଶକୁ ବ୍ୟାପିଲାଣି ଓ...

Advertisement
Archives

Model This Week