୭ମ ଥର ବାପା ହେଲେ ବିଶ୍ୱର ୧ ନମ୍ବର ଧନୀ ବ୍ୟକ୍ତି

ନ୍ୟୁୟର୍କ,୧୧।୩: ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ଏଲୋନ ମସ୍କ ଏବଂ ହଲିଉଡ୍‌ର ପ୍ରସିଦ୍ଧ ଗାୟିକା ଗ୍ରିମସ ପୁଣି ଥରେ ମାତାପିତା ହୋଇଛନ୍ତି। ସରୋଗେସି ମାଧ୍ୟମରେ ଡିସେମ୍ବର ୨୦୨୧ରେ ସେମାନଙ୍କର ଦ୍ୱିତୀୟ ଶିଶୁକୁ ଗୁପ୍ତ ଭାବରେ ସ୍ବାଗତ କରିଛନ୍ତି। ଶିଶୁର ସମ୍ପୂର୍ଣ୍ଣ ନାମ ହେଉଛି ଏକ୍ସା ଡାର୍କ ସିଡେରାଏଲ (Exa Dark Siderael) ଏବଂ ଡାକ ନାମ ଓ୍ବାଇ ରହିଛି।
୩୩ ବର୍ଷୀୟ ଗ୍ରିମସ ପିପୁଲ୍ସ ମାଗାଜିନ ପକ୍ଷରୁ ଏକ ସାକ୍ଷାତକାରରେ ଏହାର ଖୁଲାସା କରିଛନ୍ତି। ପୂର୍ବରୁ ତାଙ୍କର ଏକ ପୁଅ ଅଛି। ତିନି ବର୍ଷ ଏକାଠି ରହିବା ପରେ ସେପ୍ଟେମ୍ବର ୨୦୨୧ରେ ଏହି ଯୋଡି ଅଲଗା ହେବା ବିଷୟରେ ଘୋଷଣା କରିଥିଲେ। କିନ୍ତୁ ଦେଖାଯାଉଛି ଯେ ଦୁହେଁ ଏବେ ପୁଣିଥରେ ଏକାଠି ହୋଇଛନ୍ତି। ଗ୍ରିମସ କହିଛନ୍ତି, ଆମେ ଦୁହେଁ ଉତ୍ତମ ବନ୍ଧୁ। ଅଲଗା ଅଲଗା ଘରେ ରହୁଥିଲେ ମଧ୍ୟ ଉଭୟଙ୍କ ମଧ୍ୟରେ ବୁଝାମଣା ରହିଛି। ଆମେ ଅଧିକାଂଶ ସମୟରେ ପରସ୍ପରକୁ ଭେଟିଥାଉ। ମୁଁ ମସ୍କଙ୍କ ସହ ଖୁସି ଅଛି। ଏଲୋନ ମସ୍କଙ୍କ ଏହା ୭ମ ସନ୍ତାନ। ପୂର୍ବରୁ ତାଙ୍କ ପ୍ରଥମ ସ୍ତ୍ରୀ ଜଷ୍ଟିନ୍‌ ଓ୍ବିଲସନ୍‌ ୫ ପୁଅ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri