ଟୁଇଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫଲୋ କଲେ ଏଲନ ମସ୍କ

ଓ୍ବାଶିଂଟନ୍‌,୧୦।୪: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏବଂ ମାଇକ୍ରୋବ୍ଲଗିଂ ସାଇଟ ଟୁଇଟରର ମାଲିକ ଏଲନ ମସ୍କ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରିବା ଆରମ୍ଭ କରିଦେଇଛନ୍ତି। ସମଗ୍ର ଦୁନିଆରେ କେବଳ ୧୯୫ଜଣ ଅଛନ୍ତି, ଯେଉଁମାନଙ୍କୁ ଏଲୋନ ମସ୍କ ଫଲୋ କରିଥାନ୍ତି। ସୋମବାର ଏଲୋନ ମସ୍କ ଟୁଇଟ କରି ନିଜେ ଏହି ସୂଚନା ଦେଇଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟରରେ ଫଲୋଅର୍ସଙ୍କ ସଂଖ୍ୟା ୮୭ମିଲିୟନରୁ ବି ଅଧିକ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଏହି ସୋସିଆଲ ସାଇଟରେ ସବୁଠାରୁ ଅଧିକ ଫଲୋ କରାଯାଉଥିବା ନେତାଙ୍କ ମଧ୍ୟରୁ ଅନ୍ୟତମ। ନିକଟରେ ଏଲୋନ ମସ୍କର ସର୍ବାଧିକ ସଂଖ୍ୟକ ଫଲୋଅର୍ସ ଥିବା ଖବର ସାମ୍ନାକୁ ଆସିଥିଲା। ବର୍ତ୍ତମାନ ଟୁଇଟରରେ ଏଲୋନ ମସ୍କଙ୍କ ୧୩.୩ କୋଟିରୁ ଅଧିକ ଫଲୋଅର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri