୩ ସନ୍ତାନଙ୍କ ହାତ ଧରି ମୋଦିଙ୍କୁ ଭେଟିବା ପାଇଁ ପହଞ୍ଚିଲେ ଏଲନ ମସ୍କ

ୱାଶିଂଟନ,୧୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ୱାଶିଂଟନ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲ୍ଜଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଏହି ବୈଠକ ୱାଶିଂଟନ ଡିସିର ବ୍ଲେୟାର ହାଉସରେ ହେଉଥିଲା। ଏହା ପରେ, ପ୍ରଧାନମନ୍ତ୍ରୀ ଆମେରିକୀୟ ବ୍ୟବସାୟୀ ତଥା ଏକ୍ସ ମାଲିକ ଏଲନ ମସ୍କଙ୍କୁ ଭେଟିଛନ୍ତି। ଆଉ କିଛି ସମୟ ପରେ ମୋଦି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ମଧ୍ୟ ଦ୍ୱିପାକ୍ଷିକ ଆଲୋଚନା କରିବେ। ଏଲନ ମସ୍କ ମୋଦିଙ୍କୁ ଭେଟିବା ନିଜ ପରିବାର ସହ ଆସିଛନ୍ତି। ସେ ୩ ସନ୍ତାନଙ୍କ ହାତ ଧରି ମୋଦିଙ୍କୁ ଭେଟିବା ପାଇଁ ପହଞ୍ଚିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲ୍ଜଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ୱାଶିଂଟନ ଡିସିର ବ୍ଲେୟାର ହାଉସରେ ହୋଇଛି । ଏହି ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ଓ NSA ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଥିଲେ।
ଏହାପୂର୍ବରୁ ନରେନ୍ଦ୍ର ମୋଦି ଓ୍ବାଶିଂଟନ ଡିସିରେ ପହଞ୍ଚିଥିଲେ। ତାଙ୍କୁ ବିମାନ ବନ୍ଦରରେ ହ୍ବାଇଟ ହାଉସ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri