ମୋତେ ଖୁସି ଲାଗେ ଯେତେବେଳେ ଲୋକେ ଟୁଇଟରରେ ଟୁଇଟରର ଅଭିଯୋଗ କରନ୍ତି: ଏଲନ ମସ୍କ

ୱାଶିଂଟନ,୧୧ ।୧୧: ଟେଲସାର ସିଇଓ ଏଲନ ମସ୍କ ନିକଟରେ ଏକ ଟୁଇଟ କରିଛନ୍ତି ଯାହାକୁ ନେଇ ଏବେ ଚର୍ଚ୍ଚା ହେଉଛି । ଏଥିରେ ମାଇକ୍ରୋବ୍ଲଗିଂ ଫ୍ଲାଟଫର୍ମ ଟୁଇଟରକୁ କ୍ରୟ କରିବା ପରେ ଟୁଇଟରକୁ ମିଳୁଥିବା ସମାଲୋଚନାକୁ ନେଇ ମସ୍କ କଟାକ୍ଷ କରିଛନ୍ତି । ମସ୍କ ଗୁରୁବାର ଅର୍ଥାତ୍ ୧୦ ନଭେମ୍ବରରେ ତାଙ୍କର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ହସୁଥିବା ଇମୋଜି ସହ ଲେଖିଛନ୍ତି, ମୋତେ ଖୁସି ଲାଗେ ଯେତେବେଳେ ଲୋକେ ଟୁଇଟରରେ… ଟୁଇଟରର ଅଭିଯୋଗ କରିଥାଆନ୍ତି ।

ସୂଚନାଯୋଗ୍ୟ, ଟୁଇଟର ଚୁକ୍ତି ଶେଷ ହେବା ପରଠାରୁ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ସୋସିଆଲ ମିଡିଆର ଅନୁଭବିଙ୍କ କାର୍ଯ୍ୟକଳାପକୁ ପ୍ରଭାବିତ କରୁଥିବା ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ଲକ୍ଷ ଲକ୍ଷ ଦୈନିକ ୟୁଜର୍ସ ରହିଛନ୍ତି । ବୁଧବାର ଅର୍ଥାତ୍ ନଭେମ୍ବର ୯ରେ ଏହି ନିଷ୍ପତ୍ତିଗୁଡିକ ବିଷୟରେ କଥାବାର୍ତ୍ତା କରି ମସ୍କ ଏକ ଟୁଇଟରେ ଘୋଷଣା କରିଛନ୍ତି ଯେ ସୋସିଆଲ ମିଡିଆ କମ୍ପାନୀ ଆସନ୍ତା ମାସରେ ଟ୍ରାୟଲ-ଆଣ୍ଡ-ଏରର ଆଧାରରେ ବହୁତ କିଛି ମୁର୍ଖତାପୂର୍ଣ୍ଣ କାର୍ଯ୍ୟ କରିବ ।
ତେବେ ଟୁଇଟର କ୍ରୟ କରିବା ପରେ ଏଥିରୁ କର୍ମଚାରୀଙ୍କୁ ଛଟେଇ କରିବାକୁ ନେଇ ଟୁଇଟରରେ ଲୋକେ ସେମାନଙ୍କ ଅସନ୍ତୋଷ ପକାଶ କରିଥିଲେ । ହେଲେ ଏହାକୁ ନେଇ ମସ୍କ ସଫେଇ ଦେଇଥିଲେ କି ଏମିତି କରିବାର ଆବଶ୍ୟକତା ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri