ଜରୁରୀ ନୁହେଁ ଲୋକେ ମୋର ସମସ୍ତ ଟୁଇଟ ଉପରେ ଭରସା କରିବେ: ମସ୍କ

ୱାଶିଂଟନ,୨୨ ।୧: ଅରବପତି ଉଦ୍ଦ୍ୟୋଗପତି ଏଲନ ମସ୍କଙ୍କ ବିରୋଧରେ ଟେଲସା ଟୁଇଟ ବିବାଦ ମାମଲାର ଶୁଣାଣି ଆରମ୍ଭ ହୋଇସାରିଛି । ସାନ ଫ୍ରାନସିସକୋରେ ଜୁରୀଙ୍କ ସମ୍ମୁଖରେ ମସ୍କ କହିଛନ୍ତି, ସେ ମାନିବାକୁ ପ୍ରସ୍ତୁତ ନୁହେଁ ଯେ ତାଙ୍କ ଟୁଇଟ ଯୋଗୁ ଟେଲସାର ଷ୍ଟକ୍ସ ପ୍ରଭାବିତ ହେବ । ଏହାସହ ସେ ଆହୁରି ମଧ୍ୟ କହିଛନ୍ତି , ମୁଁ କିଛିବି ଟୁଇଟ କରେ , ଜରୁରୀ ନୁହେଁ ଯେ ଲୋକ ତାଙ୍କର ସବୁ କଥା ଉପରେ ଭରସା କରିବେ ।
ମସ୍କଙ୍କ ବିରୋଧରେ ଅଭିଯୋଗ ରହିଛି କି ସେ ୨୦୧୮ରେ ଟୁଇଟ କରି କହିଥିଲେ କି ସେ ଟେଲସାର ଷ୍ଟକ ୪୨୦ ଡଲାର ଦରରେ କ୍ରୟକରି ଟେଲସାକୁ ସମ୍ପୂର୍ଣ୍ଣ ଭାବେ ନିଜ କମ୍ପାନୀରେ ବଦଳାଇବାରେ ସକ୍ଷମ ହେବେ । ଏହି ଟୁଇଟ ପରେ ଟେଲସାର ଷ୍ଟକରେ ଅଗ୍ରଗତି ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri