ଟ୍ରମ୍ଫ ଗିରଫ ହେବା ଦାବି କରିବାରୁ ମସ୍କ କହିଲେ, ଯଦି ଏମିତି ହେବ ପୁଣିଥରେ ବହୁମତରେ ରାଷ୍ଟ୍ରପତି ଭାବେ ବିଜୟୀ ହେବେ

ୱାଶିଂଟନ,୧୯ ।୩: ଟେଲସା ଓ ଟୁଇଟରର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏଲନ ମସ୍କ ଦାବି କରିଛନ୍ତି କି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କୁ ଯଦି ଗିରଫ କରାଯାଏ ତେବେ ସେ ପୁଣିଥରେ ବହୁମତରେ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବେ । ସୂଚନାଯ୍ୟୋ, ଶନିବାର ଟ୍ରମ୍ଫ ନିଜେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୃଥରେ ଦାବି କରିଥିଲେ କି ତାଙ୍କୁ ଖୁବଶୀଘ୍ର ଗିରଫ କରାଯାଇପାରେ । ଟ୍ରମ୍ଫ କହିଥିଲେ ତାଙ୍କୁ ମ୍ୟାନହଟ୍ଟନ ଜିଲା ଅର୍ଟାର୍ନିର କାର୍ଯ୍ୟାଳୟ ଦ୍ୱାରା ଆସିଥିବା ଏକ ମାମଲାରେ ମଙ୍ଗଳବାର ଗିରଫ କରାଯିବାର ଆଶଙ୍କା ରହିଛି । ସିଏନଏନର ରିପୋର୍ଟ ଅନୁଯାୟୀ, ସେ ତାଙ୍କ ସମର୍ଥକଙ୍କ ଗିରଫକୁ ବିରୋଧ କରିବାକୁ ଆହ୍ୱାନ ବି ଦେଇଛନ୍ତି ।
ଏହି ଖବରର ପ୍ରତିକ୍ରିୟା ରଖି ମସ୍କ ଟୁଇଟ କରିଛନ୍ତି, ଯଦି ଏମିତି ହେବ, ତେବେ ଟ୍ରମ୍ଫ ବହୁମତ ସହ ପୁଣିଥରେ ଆମେରିକାର ରାଷ୍ଟ୍ରପତି ହେବେ । ଟୁଇଟରର ସିଇଓ ଫକ୍ସ ନ୍ୟୁଜର ଏକ ରିପୋର୍ଟ ଉପରେ ଏହି ପ୍ରତିକ୍ରିୟା ଦେଇଛନ୍ତି । ଫକ୍ସ ନ୍ୟୁଜର ରିପୋର୍ଟରେ କୁହାଯାଇଛି କି ଟ୍ରମ୍ଫଙ୍କୁ ଖୁବଶୀଘ୍ର ‘ଗିରଫ’ କରାଯିବାର ଆଶଙ୍କା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?