ଟୁଇଟର୍‌ ପରେ ଏବେ କୋକା-କୋଲା ଉପରେ ଏଲନ ମସ୍କଙ୍କ ନଜର

ଓ୍ବାଶିଂଟନ୍‌,୨୮।୪: ଆଜିକାଲି ଟେସଲା ସିଇଓ ଏଲନ ମସ୍କ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ଦୁନିଆର ସବୁଠୁ ବଡ ସୋସିଆଲ ମିଡିଆ କମ୍ପାନୀ ଟୁଇଟର୍‌ କିଣିଛନ୍ତି। ଏବେ ମସ୍କ କୋକା-କୋଲା କିଣିବା ନେଇ ଟୁଇଟ୍‌ କରିଛନ୍ତି। ଏହି ଟୁଇଟ୍‌ ଏବେ ଭାଇରାଲ ହେବାରେ ଲାଗିଛି। ଗୁରୁବାର ସକାଳେ ଏଲନ ମସ୍କ ଟୁଇଟ୍‌ କରି କହିଛନ୍ତି, ଏବେ ମୁଁ କୋକେନ୍‌ ରଖିବା ପାଇଁ କୋକା-କୋଲା କିଣୁଛି। ଏଲନ ମସ୍କଙ୍କ ଏହି ଟୁଇଟ୍‌କୁ ଅଧ ଘଣ୍ଟାରେ ୭ ଲକ୍ଷରୁ ଅଧିକ ଲୋକ ପସନ୍ଦ କରିଥିବାବେଳେ ହଜାର ହଜାର ଲୋକ ଏହା ଉପରେ କମେଣ୍ଟ୍‌ ଦେଇଛନ୍ତି।
ସୂଚନାନୁସାରେ, ମସ୍କ ଟୁଇଟର୍‌କୁ ୪୪ ବିଲିୟନ ଡଲାରରେ କିଣିଛନ୍ତି। କିଛି ଦିନ ପୂର୍ବରୁ ଟୁଇଟରରେ ୯ ପ୍ରତିଶତ ଅଂଶଧନ କିଣିଥିଲେ। କିନ୍ତୁ ପରେ ସେ ଟୁଇଟରରେ ୧୦୦% ଅଂଶଧନ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀସର ଦ୍ୱିତୀୟ ବଡ ସହରରେ ହିଂସା, ପୋଲିସ ଗୁଳିରେ କିଶୋରୀ ଗୁରୁତର

ଗ୍ରୀସ,୬ ।୧୨: ଗ୍ରୀସର ଦ୍ୱିତିୟ ବଡ ସହରରେ ସୋମବାର ଜଣେ ରେମା କିଶୋରିଙ୍କୁ ପୋଲିସ ଗୁଳି କରିଥିଲା । ଏହାପରେ କିଶୋରିଙ୍କୁ ଗୁରୁତର ଅବସ୍ଥାରେ ପୋଲିସ...

୬୨୦୦ ଫୁଟ ଉଚ୍ଚରେ ଚେତାଶୂନ୍ୟ ହୋଇପଡ଼ିଲେ ଟ୍ରେନର: ପ୍ରଥମ ଥର ବିମାନ ଅବତରଣ କଲେ ଛାତ୍ର

କାନବେରା,୩।୯: ଅଷ୍ଟ୍ରେଲିଆରେ ବିମାନ ଉଡାଣର ପ୍ରଶିକ୍ଷଣ ଦିଆଯାଉଥିବା ସମୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମଝି ଆକାଶରେ ଜଣେ ଛାତ୍ରଙ୍କୁ ଏକ ବଡ଼ ସମସ୍ୟାର...

ୟୁପିରେ ୭୫,୦୦୦ କୋଟି ନିବେଶ କରିବ ରିଲାଏନ୍ସ

ନୂଆଦିଲ୍ଲୀ,୧୧।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଶୁକ୍ରବାର ଉତ୍ତର ପ୍ରଦେଶରେ ୭୫,୦୦୦ କୋଟି ଟଙ୍କା...

ଇରାକ ଉପରେ ପୁଣି ଆକ୍ରମଣ: ବାଗଦାଦର ଗ୍ରୀନ୍‌ ଜୋନ୍‌ରେ ରକେଟ୍‌ ମାଡ

ବାଗଦାଦ,୯।୧: ଆମେରିକା ଓ ଇରାକ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ଥମିବାର ନାଁ ନେଉନି। ଗୁରୁବାର ସକାଳେ ଇରାକ ବାଗଦାଦର ଗ୍ରୀନ୍‌ ଜୋନ୍‌ରେ ୨ଟି ରକେଟ୍‌...

ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ସକାଳେ ଉଠି ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ମାନସିକ ସ୍ଥିତି ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଅନେକ ସକାଳେ ଉଠି ଇ-ମେଲ୍‌ କିମ୍ବା ମେସେଜ୍‌...

କିପରି ଉଠାଇବେ ଇପିଏଫ୍‌ ଟଙ୍କା

ନୂଆଦିଲ୍ଲୀ,୧୦।୪: କରୋନା ଜନିତ ଲକ୍‌ଡାଉନ ବେଳେ ଯଦି ଆପଣ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥାନ୍ତି, ତେବେ ଆପଣଙ୍କର କର୍ମଚାରୀ ଭବିଷ୍ୟନିଧି (ଇପିଏଫ୍‌)ରୁ ଟଙ୍କା ଉଠାଇପାରିବେ। ଏଥିପାଇଁ...

ଏନ୍‌ପିଏ ସ୍ଥିତି ନେଇ ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ; ପ୍ରମୋଟରଙ୍କ ବ୍ୟକ୍ତିଗତ ଗ୍ୟାରେଣ୍ଟି କାହିଁକି ରଖାଯାଉନାହିଁ

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନ ବ୍ୟାଙ୍କଗୁଡିକରେ ଅନାଦାୟ ଋଣ(ଏନ୍‌ପିଏ) ବୃଦ୍ଧି ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏଥିଯୋଗୁ ବ୍ୟାଙ୍କଗୁଡ଼ିକ ବିଭିନ୍ନ ଚ୍ୟାଲେଞ୍ଜ ସାମ୍ନା କରୁଛନ୍ତି। ଏଭଳି...

ଚାଇନା ଏବେ ପର୍ଯ୍ୟନ୍ତ କାହିଁକି ଦେଉନାହିଁ କରୋନା ଡାଟା: ଡବ୍ଲୁଏଚଓ

ଜେନେଭା,୧୮ ।୩: ସାରା ବିଶ୍ୱରେ ୨୦୨୦ରେ କୋଭିଡ ମହାମାରି ପାଦ ରଖିଥିଲା । ଏହି ମାରାତ୍ମକ କରୋନା ଜୀବଣୁ ପ୍ରଥମେ ଚାଇନାର ଉହାନ ସହରରେ ମିଳିଥିଲା...

Advertisement
Archives

Model This Week