ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲୋନ ମସ୍କ, ପଛରେ ପଡ଼ିଲେ ଜେଫ୍‌ ବେଜୋସ

ନୂଆଦିଲ୍ଲୀ,୭।୧- ଟେସ୍‌ଲା ମୁଖ୍ୟ ତଥା ବିଲିୟନେୟାର ଉଦ୍ୟୋଗୀ ଏଲୋନ ମସ୍କ ଗୁରୁବାର ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ହୋଇଛନ୍ତି। ସେ ଆମାଜନ ଡଟ୍‌ କମ୍‌ ଆଇଏନ୍‌ସିର ଜେଫ ବେଜୋସଙ୍କୁ ପଛରେ ପକାଇ ଦେଇଛନ୍ତି। ଟେସ୍‌ଲା ଶେୟାରରେ ଘଟିଥିବା ବୃଦ୍ଧିକୁ ମିଶାଇ ମସ୍କଙ୍କ ସମ୍ପତ୍ତି ଏବେ ୧୮୮. ୫ ବିଲିୟନ ଡଲାରରେ ପହଞ୍ଚିଛି। ଏହା ବେଜୋସଙ୍କ ସମ୍ପତ୍ତିଠାରୁ ୧.୫ ବଲିୟନ ଅଧିକ। ଏ ନେଇ ବ୍ଲୁମବର୍ଗର ବିଶ୍ୱର ବିଲିୟନେୟାର ଇଣ୍ଡେକ୍ସରେ ଦର୍ଶାଯାଇଛି।

୪୯ ବର୍ଷୀୟ ଦକ୍ଷିଣ ଆଫ୍ରିକରେ ଜନ୍ମିତ ଇଞ୍ଜିନିୟରଙ୍କ ନେଟ୍‌ ମୂଲ୍ୟ ଗୁରୁବାର ରାତି ୧୦.୧୫ ସୁଦ୍ଧା ୧୮୮.୫ ବିଲିୟନରେ ପହଞ୍ଚିଛି। ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ତାଲିକାରେ ୨୦୧୭ଠାରୁ ବେଜୋସ ଶୀର୍ଷରେ ଥିଲେ। ଦୀର୍ଘ ୩ ବର୍ଷ ପରେ ତାଙ୍କୁ କେହି ପଛରେ ପକାଇ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ! ବୈଠକ ଡାକିଲେ ଉପସଭାପତି, କହିଲେ….

ଭୁବନେଶ୍ବର,୮।୬: ଆସନ୍ତା ୧୦ ତାରିଖରେ ବିଜେଡିର ବଡ଼ ବୈଠକ ବସିବାକୁ ଯାଉଛି ।ଉପସଭାପତି ଦେବୀପ୍ରସାଦ ମିଶ୍ର ଏକ ପ୍ରେସ ରିଲିଜ ଜାରି କରି ବୈଠକ ଡ଼ାକିଛନ୍ତି ।…

ମମତାଙ୍କୁ ପୁଣି ଲାଗିବ ଶକ୍ତ ଧକ୍କା! ପଶ୍ଚିମବଙ୍ଗ ପରେ ଏବେ…

କୋଲକାତା,୮।୬: ପଶ୍ଚିମବଙ୍ଗ ପରେ, ତୃଣମୂଳ କଂଗ୍ରେସ (TMC) ଏବେ ଦିଲ୍ଲୀରେ ମଧ୍ୟ ଝଟକା ପାଇପାରେ। TMC ସୁପ୍ରିମୋ ମମତା ବାନାର୍ଜୀ ବର୍ତ୍ତମାନ INDIA ମେଣ୍ଟ ବୈଠକରେ ଯୋଗଦେବା…

ମିଲ୍କି ୱେ ବ୍ଲାକ୍‌ ହୋଲ୍‌ରୁ ବାହାରୁଛି ଶକ୍ତିଶାଳୀ ପବନ

ନୂଆଦିଲ୍ଲୀ/ୱାଶିଂଟନ,୮ା୬: ମହାକାଶ ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ଆମ ଗାଲାକ୍ସି ଅର୍ଥାତ୍‌ ‘ମିଲ୍କି ୱେ’ (ଛାୟାପଥ)ର କେନ୍ଦ୍ରସ୍ଥଳରେ ଥିବା ସୁପରମାସିଭ୍‌ ବ୍ଲାକ୍‌ ହୋଲ୍‌ ‘ସାଜିଟେରିଅସ୍‌…

ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ

ରାଉରକେଲା,୮ା୬(ସଙ୍ଗୀତା ଜେନା): ଦୀର୍ଘଦିନରୁ ଚାଲି ଆସୁଥିବା ଏକ ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ୧୦ ଲକ୍ଷରୁ ଅଧିକ ଟଙ୍କା ଓ ପ୍ରାୟ କୋଟିଏ ଟଙ୍କାର ଗହଣା ଜବତ…

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଏସଆଇଆର ସଚେତନତା, ଦେଢ଼ କିଲୋମିଟର ପଦଯାତ୍ରା କଲେ ଉପଜିଲାପାଳ

କେସିଙ୍ଗା,୮।୬(ତୁମେଶ୍ୱର ସାହୁ): ରାଜ୍ୟରେ ସ୍ଵତନ୍ତ୍ର ସଘନ ସଂଶୋଧନ(ଏସ ଆଇ ଆର)୨୦୨୬ ଯୋଗ୍ୟ ଭୋଟରମାନଙ୍କ ନାମ ଯେମିତି ନ କଟିବ ସେଥିପାଇଁ କଳାହାଣ୍ଡି ଉପ ଜିଲାପାଳଙ୍କ ନିଆରା ପ୍ରୟାସ…

ଗିରଫ ହେଲେ TMCର ‘ପୁଷ୍ପା’

କୋଲକାତା,୮।୬: ପଶ୍ଚିମବଙ୍ଗ ପୋଲିସ TMC ନେତା ଜାହାଙ୍ଗୀର ଖାନଙ୍କୁ ଗିରଫ କରିଛି। ‘ପୁଷ୍ପା’ ଚରିତ୍ର ସହିତ ନିଜକୁ ତୁଳନା କରିଥିବା ଖାନ ଶୁଭେନ୍ଦୁ ଅଧିକାରୀଙ୍କୁ ଭୟ କରି…

ଆହୁରି ୩ ଦିନ କଲବଲ କରିବ ଝଡବର୍ଷା, ଆଜି ଏହି ୭ଜିଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର,୮।୬: ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri