ଟୁଇଟର ପଲିସିରେ ହୋଇନାହିଁ କୌଣସି ପରିବର୍ତ୍ତନ, ଟୁଇଟ କରି ନିଜେ ସୂଚନା ଦେଲେ ମସ୍କ

ୱାଶିଂଟନ,୨୯ ।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର ଉପରେ ଏବେ ଟେଲସାର ସିଇଓ ଏଲନ ମସ୍କଙ୍କ୍‌ର ମାଲିକାନା ଆସିଯାଇଛି । ଏହି ସଫଳତା ପରେ ଏଲନ ମସ୍କଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ଏହି ତାଲିକାରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ନାମ ବି ସାମିଲ ହୋଇଛି । ଟ୍ରମ୍ଫ ମସ୍କଙ୍କୁ ଶୁଭେଚ୍ଛା ଜଣାଇବା ପରେ ଅନୁମାନ କରାଯାଉଥିଲା କି ପୁଣିଥରେ ଟ୍ରମ୍ଫଙ୍କ ଟୁଇଟର ଆକାଉଣ୍ଟ ଆକ୍ଟିଭ ହେବ । ହେଲେ ଏବେ ଏହାକୁ ନେଇ ମସ୍କ ସ୍ପଷ୍ଟ କରିଛନ୍ତି । ଏମିତିବି ଶୁଣାଯାଉଥିଲା କି ମସ୍କ ଟୁଇଟର ନେବା ପରେ ଏହାର ପଲିସିରେ କିଛି ପରିବର୍ତ୍ତନ କରାଯିବ । ହେଲେ ମସ୍କ ଟୁଇଟ କରି ସ୍ପଷ୍ଟ କରିଛନ୍ତି ଯେ ଟୁଇଟର ପଲିସିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri