ନୂଆ ସହର ଗଢ଼ିବେ ଏଲନ ମସ୍କ

ନ୍ୟୁୟର୍କ,୧୩ା୩: ଦୁନିଆର ଦ୍ୱିତୀୟ ଧନୀ ଶିଳ୍ପପତି ତଥା ଟେସ୍‌ଲାର ମାଲିକ ଏଲନ୍‌ ମସ୍କ ନିଜର ଏକ ସହର ସ୍ଥାପନ କରିବାକୁ ଚିନ୍ତା କରୁଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏଲନ ଏବଂ ତାଙ୍କ କମ୍ପାନୀ ସହିତ ଜଡ଼ିତ ସଂଗଠନ ଟେକ୍ସାସରେ ହଜାର ହଜାର ଏକର ଜମି ଅଧିଗ୍ରହଣ କରୁଛନ୍ତି, ଯେଉଁଠାରେ ଏଲନ୍‌ଙ୍କ କମ୍ପାନୀର କର୍ମଚାରୀମାନେ ରହି କାର୍ଯ୍ୟ କରିବେ। ଅଷ୍ଟିନ ନିକଟରେ ଅତି କମ୍‌ରେ ୩୫୦୦ ଏକର ଜମିରେ ଏହି ସମ୍ପତ୍ତି କ୍ରୟ କରାଯାଇଛି। ରିପୋର୍ଟରେ କୁହାଯାଇଛି, ଏଲନ ସ୍ନେଲବ୍ରୋକ୍‌ ନାମକ ଏକ ସହର ସ୍ଥାପନ କରିବା ପ୍ରକ୍ରିୟାରେ ରହିଛନ୍ତି।

ଏହି ସହରର ନିର୍ମାଣାଧୀନ ବୋରିଂ ଏବଂ ସ୍ପେସ୍‌-ଏକ୍ସ ପ୍ଲାଣ୍ଟ ନିକଟରେ ଅଛି। ଏହି ସ୍ଥାନ ଟେକ୍ସାସର କଲରାଡୋ ନଦୀ କୂଳରେ ରହିଛି। ଏଲନଙ୍କ କମ୍ପାନୀର କର୍ମଚାରୀମାନେ ଏଠାରେ ରହିବେ ଏବଂ ନିକଟସ୍ଥ ପ୍ଲାଣ୍ଟଗୁଡିକରେ କାମ କରିବାକୁ ଯାଇପାରିବେ। ରିପୋର୍ଟ ଅନୁଯାୟୀ, ୧୦୦ଟି ଘର ନିର୍ମାଣ କରିବାକୁ ଯୋଜନା କରାଯାଇଛି। ଯେଉଁଠାରେ ନିକଟରେ ଏକ ପୁଷ୍କରିଣୀ ଏବଂ ଏକ ଖୋଲା ଖେଳ ପଡ଼ିବା ବି ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri