ଏଲନ ମସ୍କଙ୍କ ପ୍ରୟାସ ବିଫଳ: ଲଞ୍ଚ୍‌ ହେଉହେଉ ନଷ୍ଟ ହେଲା ରକେଟ୍‌

ନ୍ୟୁୟର୍କ,୧୮ା୧୧: ସ୍ପେସଏକ୍ସର ସବୁଠାରୁ ଶକ୍ତିଶାଳୀ ରକେଟ୍‌ ଷ୍ଟାରଶିପ୍‌ ଲଞ୍ଚ ହେବା ପରେ ନଷ୍ଟ ହୋଇଯାଇଛି। ଫଳରେ ଏଲନ ମସ୍କଙ୍କ ମିଶନ ଦ୍ୱିତୀୟ ଥର ପାଇଁ ବିଫଳ ହୋଇଛି। ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ ଶନିବାର ପୁଣି ଥରେ ଏହାର ମେଗା ରକେଟ ଷ୍ଟାର୍‌ଶିପ୍‌ ଲଞ୍ଚ କରିଥିଲେ ହେଁ ଏହି ପ୍ରୟାସ ବିଫଳ ହୋଇଛି।

ସୂଚନାନୁଯାୟୀ, ବୁଷ୍ଟର୍‌ ସହିତ ଯୋଗାଯୋଗ ଏବଂ ପରୀକ୍ଷଣର କିଛି ମିନିଟ୍‌ ପରେ ମହାକାଶଯାନ ନଷ୍ଟ ହୋଇଗଲା। ଏଜେନ୍ସି ଅନୁଯାୟୀ, ବୁଷ୍ଟର୍‌ ଷ୍ଟାରଶିପ୍‌କୁ ମହାକାଶକୁ ପଠାଇଥିଲା କିନ୍ତୁ ଦକ୍ଷିଣ ଟେକ୍ସାସରୁ ପରୀକ୍ଷଣ ୮ ମିନିଟ୍‌ ପରେ ଯୋଗାଯୋଗ ନଷ୍ଟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri