ଗଗନୟାନ ଇଞ୍ଜିନର ସଫଳ ପରୀକ୍ଷା ପରେ ଏଲୋନ ମସ୍କଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫।୭: ଦେଶର ସବୁଠୁ ବଡ଼ ମହାକାଶ ମିଶନ ‘ଗଗନୟାନ’ କ୍ଷେତ୍ରରେ ସୋମବାର ପାଦେ ଆଗକୁ ବଢ଼ିଛି ଇସ୍ରୋ। ଭାରତୀୟଙ୍କୁ ମହାକାଶକୁ ପଠାଇବା ପାଇଁ ପ୍ରସ୍ତୁତ ବିକାଶ ଇଞ୍ଜିନ(ଯାନ)ର ପରୀକ୍ଷା ସଫଳ ହୋଇଛି। ଏଥିଲାଗି ଭାରତୀୟ ମହାକାଶ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ)କୁ ଗୋଟିଏ ଶବ୍ଦରେ ଶୁଭେଚ୍ଛା ଜଣାଇଛନ୍ତି ସ୍ପେସ୍‌ ଏକ୍ସ ମୁଖ୍ୟ ଏଲୋନ ମସ୍କ।

ଟେସଲା କମ୍ପାନୀ ମୁଖ୍ୟ ଟୁଇଟ୍‌ରେ ଲେଖିଛନ୍ତି ‘ଶୁଭେଚ୍ଛା’। ଏଥିସହିତ ଭାରତର ଜାତୀୟ ପତାକାର ଇମୋଜିକୁ ମଧ୍ୟ ପୋଷ୍ଟ କରିଛନ୍ତି। ଆଉ ଏକ ଟୁଇଟ୍‌ରେ ଲେଖିଛନ୍ତି,“ଇସ୍ରୋ ପାଇଁ ବଡ଼ ସଫଳତା। ବହୁତ ପ୍ରଭାବଶାଳୀ”।

ତାମିଲନାଡୁର ମହେନ୍ଦ୍ରଗିରି ସ୍ପେସ୍‌ ଏଜେନ୍ସିର ପ୍ରୋପୁଲଶନ କମ୍ପ୍ଲେକ୍ସରେ ଇଞ୍ଜିନକୁ ୨୪୦ ସେକେଣ୍ଡ୍‌ ପାଇଁ ଚାଲୁ କରାଯାଇଥିଲା। ଏହି ଯନ୍ତ୍ରକୁ ନେଇ ଆମ ପୂର୍ବନୁମାନ କେତେ ଦୂର ଠିକ୍‌, ତାହା ଜାଣିବା ଥିଲା ଏହି ପରୀକ୍ଷାର ଉଦ୍ଦେଶ୍ୟ। ଫଳାଫଳ ଓ ଆମ ଆଶା ମଧ୍ୟରେ ଅଧିକ ପାର୍ଥକ୍ୟ ନାହିଁ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri