କରୋନା ବେଳେ ଓମ୍ବାଡସି ଅର୍ଥ ହେରଫେର: ପୁଣି ବନ୍ଧାହେଲେ ୨ ଅଭିଯୁକ୍ତ

ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକରେ କୋଭିଡ ପରିଚାଳନା ସମୟରେ ଓମ୍ବାଡସି ପାଣ୍ଠି ହଡପ ମାମଲାରେ ଫେରାର ଥିବା ଆଉ ୨ଜଣ ଅଭିଯୁକ୍ତଙ୍କୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଉଛନ୍ତି କୋଷ୍ଠା ଅଞ୍ଚଳର ଦିବ୍ୟଲୋଚନ ଦାସ ଓ ଶୁଳିଆପଦା ବ୍ଲକ କାର୍ଯ୍ୟାଳୟର ତତ୍କାଳିନ ଡାଟା ଏଣ୍ଟ୍ରି ଅପରେଟର ମନୋଜ ଦେଓ। ଏହି ମାମଲାରେ ପୂର୍ବରୁ ତତ୍କାଳୀନ ଶୁଳିଆପଦା ବ୍ଲକ ବିଡ଼ିଓ ପରିକ୍ଷିତ ଜେନା ଓ ତତ୍କାଳୀନ ଶୁଳିଆପଦା ବ୍ଲକ କେସିୟରଙ୍କ ସମେତ ୪ ଜଣଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍‌ନ୍ୟୁଜ୍‌, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…

ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି,…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି ।…

ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ …

ମୋହନା,୨୫।୩( ମନ୍ମଥ ମିଶ୍ର ): ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ ମହିଳାଙ୍କୁ ସଚେତନ କରାଯାଇଛି। ଦିନକୁ ଦିନ ମହିଳା…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ…

ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri