Posted inଜାତୀୟ

ଭାରତୀୟଙ୍କ ଭିଜା ଆବେଦନକୁ ସ୍ଥଗିତ ରଖିନାହିଁ ସ୍ବିଜରଲ୍ୟାଣ୍ଡ, ସଫେଇ ଦେଲା ଭାରତର ସ୍ବିସ ଦୂତାବାସ

ନୂଆଦିଲ୍ଲୀ,୩।୮: ଭାରତରେ ସ୍ବିଜରଲ୍ୟାଣ୍ଡର ଦୂତାବାସ ଭାରତୀୟ ଟୁର୍‌ ଗ୍ରୁପ ପାଇଁ ସ୍କେଙ୍ଗେନ ଭିସା ନିଯୁକ୍ତିକୁ ସ୍ଥଗିତ ରଖିନାହିଁ। ଏହି ସୂଚନା ଭାରତରେ ସ୍ବିଜରଲ୍ୟାଣ୍ଡ ଦୂତାବାସର ମୁଖପାତ୍ର କହିଛନ୍ତି। ଏହାପୂର୍ବରୁ ଅନେକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ସ୍ବିଜରଲ୍ୟାଣ୍ଡ ଦୂତାବାସ ଅକ୍ଟୋବର ପର୍ଯ୍ୟନ୍ତ ଭାରତୀୟ ଟୁର୍‌ ଗ୍ରୁପ ପାଇଁ ସ୍କେଙ୍ଗେନ ଭିସା ଆବେଦନ ଗ୍ରହଣ ବନ୍ଦ କରି ଦେଇଛି।

ଭାରତରେ ଥିବା ସ୍ବିଜରଲ୍ୟାଣ୍ଡ ଦୂତାବାସର ଜଣେ ମୁଖପାତ୍ର କହିଛନ୍ତି ଯେ ସେପ୍ଟେମ୍ବର ୨୦୨୩ ଶେଷ ସୁଦ୍ଧା ଆମର ୨୨ଟି ଗୋଷ୍ଠୀ ସମେତ ପ୍ରାୟ ୮୦୦ଟି ନିଯୁକ୍ତି ରହିଛି। ଭାରତରେ ସ୍ବିଜରଲ୍ୟାଣ୍ଡର ଦୂତାବାସ ୨୦୧୯ ତୁଳନାରେ ଅଧିକ ଭିସା ଆବେଦନ ପ୍ରକ୍ରିୟା କରିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆମର ମହାମାରୀ ସମୟରେ ଆସିଥିବା ଆବେଦନ ସ୍ତର ଅତିକ୍ରମ କରିଛୁ। ୨୦୧୯ର ସମାନ ଅବଧିରେ ୧୨,୦୦୭୧ ତୁଳନାରେ ଚଳିତ ବର୍ଷ ଜାନୁୟାରୀରୁ ଜୁନ ମଧ୍ୟରେ ୧୨୯,୪୪୬ଟି ଆବେଦନ ଥିଲା, ଯାହା ୭.୮ପ୍ରତିଶତ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?