Posted inଜାତୀୟ

ଭାରତୀୟଙ୍କୁ ସତର୍କ କରାଇଲା ଦୂତାବାସ

ନୂଆଦିଲ୍ଲୀ, ୩।୨(ପି.ଟି.): ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ପରେ ସେଠାରେ ଥିବା ଭାରତୀୟମାନଙ୍କୁ ଦୂତାବାସ ପକ୍ଷରୁ ସତର୍କ କରିଦିଆଯାଇଛି। ଅତି ଜରୁରୀ ନ ଥିଲେ ବାହାରକୁ ନ ବାହାରିବା ଲାଗି ୟାଙ୍ଗୁନ୍‌ସ୍ଥିତ ଭାରତୀୟ ଦୂତାବାସ ଆଡଭାଇଜରି ଜାରି କରିଛି। ଆବଶ୍ୟକ ପଡ଼ିଲେ ଦୂତାବାସ ସହ ଯୋଗାଯୋଗ କରିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି। ମ୍ୟାନ୍‌ମାରର ଶକ୍ତିଶାଳୀ ସୈନ୍ୟବାହିନୀ ସୋମବାର ବିଦ୍ରୋହ ବଳରେ ଗଣତାନ୍ତ୍ରିକ ସରକାରକୁ ଗାଦିଚ୍ୟୁତ କରି କ୍ଷମତା ଦଖଲ କରିବା ସହ ଦେଶରେ ଜରୁରୀ ପରିସ୍ଥିତି ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁର୍ବେଦ ଡାକ୍ତରଙ୍କ ଦରମା ଏମବିବିଏସ ଡାକ୍ତରଙ୍କ ସହ ହେବନି ସମାନ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୭।୪ : ଆୟୁର୍ବେଦ ଡାକ୍ତରମାନେ ଏମବିବିଏସ କରିଥିବା ଡାକ୍ତରଙ୍କ ଭଳି ସମାନ କାମ କରନ୍ତି ନାହିଁ। ତେଣୁ ସେମାନେ ସମାନ ଦରମା ପାଇବାକୁ ହକଦାର ନୁହଁନ୍ତି...

ଗୁରୁତର କରୋନା ରୋଗୀଙ୍କ ପାଇଁ ଆସିଲା ଔଷଧ

ନୂଆଦିଲ୍ଲୀ,୧୬।୧: କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦୁଇଟି ନୂଆ ଔଷଧ ବ୍ୟବହାର କରିବାକୁ ସୁପାରିସ କରିଛି। ତାହା ହେଲା ବାରିସିଟିନିବ୍‌...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ପୁଣେ-ବେଙ୍ଗାଲୁରୁ ଜାତୀୟ ରାଜପଥରେ ଦୁର୍ଘଟଣା, ୪୮ ଗାଡ଼ି କ୍ଷତିଗ୍ରସ୍ତ, ୫୦ରୁ ଅଧିକ ଆହତ

ପୁଣେ,୨୧ ।୧୧: ପୁଣେ-ବେଙ୍ଗାଲୁରୁ ଜାତୀୟ ରାଜପଥରେ ଥିବା ଏକ ପୋଲ ନିକଟରେ ଟ୍ରକ୍‌ରେ ପିଟି ହେବା ଫଳରେ ୪୮ଟି ଗାଡି କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।...

ବିଧାନସଭାକୁ ଆସୁନାହାଁନ୍ତି ତେଜସ୍ବୀ

ପାଟନା,୨।୭: ରାଷ୍ଟ୍ରୀୟ ଜନତା ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବ ମଙ୍ଗଳବାର ଦ୍ୱିତୀୟ ଦିନରେ ବି ବିଧାନସଭାରେ...

କଂଗ୍ରେସ ଭଳି ଭାଜପାରେ ନାହିଁ ଗୋଷ୍ଠୀକନ୍ଦଳ: ଟିକେଟ ବଣ୍ଟନ ନେଇ କହିଲେ ଜ୍ୟୋତିରାଦିତ୍ୟ…

ଭୋପାଳ,୨୧।୮ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି ନିର୍ବାଚନ...

ରବିବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୬୧ ଆସନ ପାଇଁ ୬୯୩ ପ୍ରାର୍ଥୀ..

ଲକ୍ଷ୍ନୌ, ୨୬।୨ : ଉତ୍ତରପ୍ରଦେଶରେ ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ରବିବାର ହେବାକୁ ଯାଉଛି। ରାଜ୍ୟର ୧୨ ଜିଲାର ୬୧ ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ...

ଝୁଲା ପୋଲ ଭାଙ୍ଗିବା ଘଟଣା: ୩୨ ମୃତ, ସହାୟତା ଘୋଷଣା

ଅହମ୍ମଦାବାଦ,୩୦।୧୦: ଗୁଜରାଟର ମୋର୍ବିରେ ଝୁଲା ପୋଲ ଭାଙ୍ଗିବା ଘଟଣାରେ ୩୨ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ମଧ୍ୟ ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ଦୁର୍ଘଟଣାରେ...

Advertisement
Archives

Model This Week