Posted inଜାତୀୟ

ଭାରତୀୟଙ୍କୁ ସତର୍କ କରାଇଲା ଦୂତାବାସ

ନୂଆଦିଲ୍ଲୀ, ୩।୨(ପି.ଟି.): ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ପରେ ସେଠାରେ ଥିବା ଭାରତୀୟମାନଙ୍କୁ ଦୂତାବାସ ପକ୍ଷରୁ ସତର୍କ କରିଦିଆଯାଇଛି। ଅତି ଜରୁରୀ ନ ଥିଲେ ବାହାରକୁ ନ ବାହାରିବା ଲାଗି ୟାଙ୍ଗୁନ୍‌ସ୍ଥିତ ଭାରତୀୟ ଦୂତାବାସ ଆଡଭାଇଜରି ଜାରି କରିଛି। ଆବଶ୍ୟକ ପଡ଼ିଲେ ଦୂତାବାସ ସହ ଯୋଗାଯୋଗ କରିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି। ମ୍ୟାନ୍‌ମାରର ଶକ୍ତିଶାଳୀ ସୈନ୍ୟବାହିନୀ ସୋମବାର ବିଦ୍ରୋହ ବଳରେ ଗଣତାନ୍ତ୍ରିକ ସରକାରକୁ ଗାଦିଚ୍ୟୁତ କରି କ୍ଷମତା ଦଖଲ କରିବା ସହ ଦେଶରେ ଜରୁରୀ ପରିସ୍ଥିତି ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଯିବା ପୂର୍ବରୁ ମନ୍ଦିରକୁ ଗଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୯।୭: କର୍ନାଟକ ବିଧାନସଭାରେ ସୋମବାର ବହୁମତ ସାବ୍ୟସ୍ତ କରିବ ଭାଜପା। ସେଥିପାଇଁ ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ପ୍ରଭୁଙ୍କ କରୁଣା ଭିକ୍ଷା କରିଛନ୍ତି। ସକାଳୁ...

ପ୍ରଧାନମନ୍ତ୍ରୀ ଡାକିଲେ ମନ୍ତ୍ରୀସ୍ତରୀୟ ବୈଠକ

ନୂଆଦିଲ୍ଲୀ,୩୦।୪: ଦେଶରେ କରୋନା ଦ୍ରୁତ ଗତିରେ ମାଡିଚାଲିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କ୍ୟାବିନେଟର...

ଆସିଲେ ନାହିଁ ହସ୍ପିଟାଲର କୌଣସି କର୍ମଚାରୀ ଏକେଲା ସନ୍ତାନ ପ୍ରସବ କଲେ ମହିଳା

ନାଗପୁର,୪।୬: ମହାରାଷ୍ଟ୍ର ନାଗପୁରର ସୁକେଶ୍ରୀ ଶ୍ରୀକାନ୍ତ ନାମକ ଜଣେ ୨୩ ବର୍ଷୀୟା ମହିଳା ସନ୍ତାନ ପ୍ରସବ ପାଇଁ ସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ହେଲେ ଠିକ୍‌...

କଂଗ୍ରେସକୁ ଯୁବ ଅଧ୍ୟକ୍ଷ ଦରକାର: ଅମରିନ୍ଦର

ନୂଆଦିଲ୍ଲୀ,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ନିଜ ମତ ରଖିଛନ୍ତି। କଂଗ୍ରେସର ବୁଡ଼ିଯାଉଥିବା...

କାହିଁକି ଗିରଫ ହେଲେ ହରିୟାଣା ପୋଲିସ ଆଇଜି

ଚଣ୍ଡିଗଡ଼, ୨୨।୮: ଜବରଦସ୍ତି ଘରେ ପଶି ୨ଜଣ ମହିଳାଙ୍କ ସହ ଖରାପ ବ୍ୟବହାର କରିବା ଅଭିଯୋଗରେ ହରିୟାଣା ପୋଲିସର ଜଣେ ବରିଷ୍ଠ ଆଇଜି ଗିରଫ ହୋଇଛନ୍ତି।...

ବଢ଼ିଲା ଆୟକର ରିଟର୍ନ ଅବଧି: ବିଦ୍ୟୁତ ବିତରଣ କମ୍ପାନୀକୁ ୯୦ହଜାର କୋଟି ଟଙ୍କା ସହାୟତା

ନୂଆଦିଲ୍ଲୀ,୧୩।୫: କରୋନା ମହାମାରୀ ମୁକାବିଲା କରୁଥିବା ଭାରତ ଅର୍ଥନୀତିକୁ ସୁଦୃଢ଼ ଏବଂ ଦେଶବାସୀଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ମଙ୍ଗଳବାର...

ବାବୁଲ ସୁପ୍ରିୟୋଙ୍କୁ ମନାଇବାକୁ ଚାଲିଛି ଉଦ୍ୟମ!

ନୂଆଦିଲ୍ଲୀ,୧ ।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ଥିବା ବାବୁଲ ସୁପ୍ରିୟୋ ରାଜନୀତିରୁ ସନ୍ୟାସ ନେବା କଥା ଗୋଟିଏ ଦିନ ପୂର୍ବରୁ ଘୋଷଣା କରିଥିଲେ ।...

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ...

Advertisement
Archives

Model This Week