ଉକୁଣୀ ପାଇଁ ଜରୁରୀ ଅବତରଣ କଲା ବିମାନ, ପୂରା ଘଟଣା ଜାଣିଲେ…

ଓ୍ବାଶିଂଟନ,୪ା୮: ତ୍ରୁଟି କିମ୍ବା ବୈଷୟିକ ଅସୁବିଧା ଯୋଗୁ ବିମାନକୁ ବେଳେବେଳେ ଜରୁରିକାଳୀନ ଅବତରଣ କରିବାକୁ ପଡ଼ିଥାଏ ମାତ୍ର କିନ୍ତୁ ଏକ ଆମେରିକୀୟ ଏୟାରଲାଇନ୍ସର ବିମାନରେ ଯାହା ଘଟିଛି ତାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।

ଟିକ୍‌ଟକ୍‌ କ୍ରିଏଟର ଏଥାନ ଜୁଡେଲସନ୍‌ ଫିନିକ୍ସକୁ ଯିବା ପରେ ଲସ୍‌ ଏଞ୍ଜେଲସରୁ ନ୍ୟୁୟର୍କ ଅଭିମୁଖେ ଯାତ୍ରା କରୁଥିବା ସମୟରେ କ’ଣ ଘଟଣା ଘଟିଥିଲା ସେ ବିଷୟରେ ବିସ୍ତୃତ ବିବରଣୀ ଦେଇଛନ୍ତି।

ଅଧିକ ବିବରଣୀ ସାମ୍ନାକୁ ଆସିବା ପୂର୍ବରୁ ଜୁଡେଲସନ ଏକ ଟିକ୍‌ଟକ୍‌ ଭିଡିଓରେ କହିଛନ୍ତି ଯେ, ଆମେରିକୀୟ ଏୟାରଲାଇନ୍ସ ତାଙ୍କୁ କାହିଁକି ବଦଳାଇବାକୁ ପଡ଼ିବ ସେ ଏନେଇ ସମସ୍ତଙ୍କ ସହ ଶେୟାର କରିଛନ୍ତି।

ବିମାନରେ ଜଣେ ମହିଳା ସିଟ୍‌ରୁ ଉଠି ହଠାତ୍‌ ଚିତ୍କାର କରିଥିଲେ। ଏହା ଦେଖି ଲୋକେ କିଛି କାରଣ ବୁଝି ପାରି ନ ଥିଲେ। ଯାତ୍ରୀମାନେ ଭାବିଥିଲେ ସେ ବୋଧେ ଓହ୍ଲାଇବା ପାଇଁ ଚାହୁଁଛନ୍ତି। ମାତ୍ର କାରଣ ଅଲଗା ଥିଲା। ତାଙ୍କ ପାଖରେ ବସିଥିବା ମହିଳାଙ୍କ ମୁଣ୍ଡରେ ଉକୁଣୀ ଚାଲୁଥିବାର ଦେଖି ସେ ଭୟରେ ଦୌଡ଼ିଥିଲେ ଡୋର ପାଖକୁ। ଫଳରେ ପାଇଲଟ୍‌ଙ୍କୁ ବିମାନଟିକୁ ଫିନିକ୍ସରେ ଜରୁରୀ ଅବତରଣ କରିବାକୁ ପଡ଼ିଥିଲା। ଏ ସମ୍ପର୍କରେ ଆମେରିକୀୟ ଏୟାରଲାଇନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଏୟାରଲାଇନ୍ସ କହିଛି, ମେଡିକାଲ ଏମର୍ଜେନ୍ସି ପାଇଁ ବିମାନଟି ଅବତରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri