ଉକୁଣୀ ପାଇଁ ଜରୁରୀ ଅବତରଣ କଲା ବିମାନ, ପୂରା ଘଟଣା ଜାଣିଲେ…

ଓ୍ବାଶିଂଟନ,୪ା୮: ତ୍ରୁଟି କିମ୍ବା ବୈଷୟିକ ଅସୁବିଧା ଯୋଗୁ ବିମାନକୁ ବେଳେବେଳେ ଜରୁରିକାଳୀନ ଅବତରଣ କରିବାକୁ ପଡ଼ିଥାଏ ମାତ୍ର କିନ୍ତୁ ଏକ ଆମେରିକୀୟ ଏୟାରଲାଇନ୍ସର ବିମାନରେ ଯାହା ଘଟିଛି ତାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।

ଟିକ୍‌ଟକ୍‌ କ୍ରିଏଟର ଏଥାନ ଜୁଡେଲସନ୍‌ ଫିନିକ୍ସକୁ ଯିବା ପରେ ଲସ୍‌ ଏଞ୍ଜେଲସରୁ ନ୍ୟୁୟର୍କ ଅଭିମୁଖେ ଯାତ୍ରା କରୁଥିବା ସମୟରେ କ’ଣ ଘଟଣା ଘଟିଥିଲା ସେ ବିଷୟରେ ବିସ୍ତୃତ ବିବରଣୀ ଦେଇଛନ୍ତି।

ଅଧିକ ବିବରଣୀ ସାମ୍ନାକୁ ଆସିବା ପୂର୍ବରୁ ଜୁଡେଲସନ ଏକ ଟିକ୍‌ଟକ୍‌ ଭିଡିଓରେ କହିଛନ୍ତି ଯେ, ଆମେରିକୀୟ ଏୟାରଲାଇନ୍ସ ତାଙ୍କୁ କାହିଁକି ବଦଳାଇବାକୁ ପଡ଼ିବ ସେ ଏନେଇ ସମସ୍ତଙ୍କ ସହ ଶେୟାର କରିଛନ୍ତି।

ବିମାନରେ ଜଣେ ମହିଳା ସିଟ୍‌ରୁ ଉଠି ହଠାତ୍‌ ଚିତ୍କାର କରିଥିଲେ। ଏହା ଦେଖି ଲୋକେ କିଛି କାରଣ ବୁଝି ପାରି ନ ଥିଲେ। ଯାତ୍ରୀମାନେ ଭାବିଥିଲେ ସେ ବୋଧେ ଓହ୍ଲାଇବା ପାଇଁ ଚାହୁଁଛନ୍ତି। ମାତ୍ର କାରଣ ଅଲଗା ଥିଲା। ତାଙ୍କ ପାଖରେ ବସିଥିବା ମହିଳାଙ୍କ ମୁଣ୍ଡରେ ଉକୁଣୀ ଚାଲୁଥିବାର ଦେଖି ସେ ଭୟରେ ଦୌଡ଼ିଥିଲେ ଡୋର ପାଖକୁ। ଫଳରେ ପାଇଲଟ୍‌ଙ୍କୁ ବିମାନଟିକୁ ଫିନିକ୍ସରେ ଜରୁରୀ ଅବତରଣ କରିବାକୁ ପଡ଼ିଥିଲା। ଏ ସମ୍ପର୍କରେ ଆମେରିକୀୟ ଏୟାରଲାଇନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଏୟାରଲାଇନ୍ସ କହିଛି, ମେଡିକାଲ ଏମର୍ଜେନ୍ସି ପାଇଁ ବିମାନଟି ଅବତରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁଙ୍କ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri