ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର ୧୦ ମିନିଟ୍‌ ପରେ ବିମାନଟି ଜରୁରୀ ଅବତରଣ କରିଥିଲା। ଏଥିରେ ପ୍ରାୟ ୧୭୧ ଜଣ ଯାତ୍ରୀ ଥିଲେ। ତେବେ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼ ଧରଣର ଦୁର୍ଘଟଣାରୁ ବିମାନଟି ଅଳ୍ପକେ ବର୍ତ୍ତି ଯାଇଛି।

ସୂଚନାନୁଯାୟୀ, ଭିସ୍ତାରାର ଏକ ବିମାନ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ୧.୪୫ ଟେକ୍‌ ଅପ୍‌ କରିଥିଲା। ହେଲେ ଏହାର ୧୦ ମିନିଟ୍‌ ପରେ କୁଆପଥର ବର୍ଷା ଯୋଗୁ ବିମାନଟିର ଓ୍ବିଣ୍ଡସିଲ୍‌। ପାଇଲଟ ଏନେଇ ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଶେଷରେ ବିମାନଟିକୁ ସୁରକ୍ଷିତ ଭାବେ ଅବତରଣ କରାଯାଇଛି। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଅନ୍ୟଏକ ବିମାନ ଯୋଗେ ତାଙ୍କୁ ଗନ୍ତବ୍ୟସ୍ଥଳକୁ ପଠାଯିବାକୁ ଉଦ୍ୟମ ଜାରି ରହିଥିବା ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri