Posted inଜାତୀୟ

ଇନ୍ଦିରା ଗାନ୍ଧୀଙ୍କୁ ହିଟଲରଙ୍କ ସହ ତୁଳନା କଲା‘ପଞ୍ଚଜନ୍ୟ’

ନୂଆଦିଲ୍ଲୀ,୨୫।୬: ଆରଏସଏସର ବିଚାରଧାରାରେ ପ୍ରେରିତ ପତ୍ରିକା ‘ପଞ୍ଚଜନ୍ୟ’ ଦେଶରେ ଲାଗୁ କରାଯାଇଥିବା ଏମରଜେନ୍ସିର ବାର୍ଷିକୀ ଅବସରରେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଜର୍ମାନୀର ଏକଛତ୍ରବାଦୀ ଶାସକ ହିଟଲରଙ୍କ ସହ କରିଛି। ଏହାର କଭର ପେଜରରେ ଇନ୍ଦିରା ଗାନ୍ଧୀ ଓ ହିଟଲରଙ୍କ ଫଟୋକୁ ସାମ୍ନାସାମ୍ନି ଲଗାଯାଇଛି। ଆଉ ଏହାର ଟାଇଟଲ ହିଟଲର ଗାନ୍ଧୀ ରଖାଯାଇଛି।
ଏହି ପତ୍ରିକାର ପୃଷ୍ଠାରେ ଲେଖାଯାଇଛି, ୟୁରୋପର ଅନେକ ସ୍ଥାନରେ ହିଟଲରଙ୍କ ଜଘନ୍ୟ ଅପରାଧକୁ ଅସ୍ବୀକାର କରିବା କିମ୍ବା ଭୁଲିଯିବା ଉପରେ ଆଇନଗତ ପ୍ରତିବନ୍ଧକ ରହିଛି। ଏହା ସେମାନଙ୍କ ପାଇଁ ଅସ୍ଥିତ୍ୱ ରକ୍ଷା କରିବାର ଏକ ପ୍ରଶ୍ନ। ଏହି ସ୍ଥିତି ଭାରତରେ ଇନ୍ଦିରା ଗାନ୍ଧୀ ଲଗାଇଥିବା ଏମରଜେନ୍ସିର, ଯାହାକୁ ଭୁଲିବା ଲୋକତନ୍ତ୍ରର ଅସ୍ଥିତ୍ୱ ପାଇଁ ବିପଦଜନକ। ଜୁନ ୨୫, ୧୯୭୫ରେ ଏହି କଳା ରାତି ଆରମ୍ଭ ହୋଇଥିଲା।
ଏହାସହ ପତ୍ରିକାରେ ଜୟପ୍ରକାଶ ନାରାୟଣଙ୍କ ହାତରେ ହାତକଡଇ ଲାଗିଥିବାର ଏକ ଫଟୋ ମଧ୍ୟ ଅଛି। ଯାହାର ଟାଇଟଲ ଦିଆଯାଇଛି ‘ସେହି ଭୟାନକ କାହାଣୀ’। ଏଥିରେ ଲେଖା ଅଛି, ଯଦି ୟୁରୋପ ନାଜିଜିମ ଏବଂ ଫାସିଜିମର ସତ୍ୟକୁ ଭୁଲିଯାଏ, ତେବେ ସେଠାରେ ଆଉ ସମାନ ଘଟଣାକୁ ଏଡାଇବା ସମ୍ଭବ ନୁହେଁ। ଭାରତ ସହିତ ସମାନ ଅବସ୍ଥା। ଯଦି ଆମେ ଜରୁରୀକାଳୀନ ପରିସ୍ଥିତି ଭୁଲିଯାଉ, ତେବେ ଗଣତନ୍ତ୍ରକୁ ବଞ୍ଚାଇବା ଆମ ପାଇଁ ସନ୍ଦେହଜନକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri