Posted inଜାତୀୟ

ବିଶିଷ୍ଟ ଗାନ୍ଧୀବାଦୀ ନେତା ଏସ.ଏନ ସୁବାରାଓଙ୍କ ପରଲୋକ

ଜୟପୁର,୨୭।୧୦: ବିଶିଷ୍ଟ ଗାନ୍ଧୀବାଦୀ ନେତା ଡା ଏସ.ଏନ ସୁବାରାଓଙ୍କର ଦେହାନ୍ତ ହୋଇଛି। ବୁଧବାର ଜୟପୁରର ଏକ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ପାର୍ଥିବ ଶରୀର ଶେଷ ଦର୍ଶନ ପାଇଁ ମୁରୈନା ଅଣାଯିବ। ଡକ୍ଟର ସୁବାରାଓଙ୍କ ସମଗ୍ର ଜୀବନ ସାମାଜିକ ସେବା ପାଇଁ ଉତ୍ସର୍ଗୀକୃତ ଥିଲା। ସୁବାରାଓ ୧୪ ଏପ୍ରିଲ ୧୯୭୨ରେ ଜୌରାର ଗାନ୍ଧୀ ସେବା ଆଶ୍ରମରେ ୬୫୪ ଡକାୟତଙ୍କ ଆତ୍ମସମର୍ପଣ କରିଥିଲେ। ସମାଜବାଦୀ ନେତା ଜୟପ୍ରକାଶ ନାରାୟଣ ଏବଂ ତାଙ୍କ ସ୍ତ୍ରୀ ପ୍ରଭାସଦେବୀ ମଧ୍ୟ ଉପସ୍ଥିତ ଥିଲେ।
ଗ୍ବାଲିଅର୍‌ ଚାମ୍ବଲ ହ୍ୟାଣ୍ଡେଲରେ ସୁବାରାଓ ତାଙ୍କ ବନ୍ଧୁମାନଙ୍କ ମଧ୍ୟରେ ଭାଇଜୀ ଭାବରେ ପ୍ରସିଦ୍ଧ ଥିଲେ। ସେ ଜୌରାରେ ଗାନ୍ଧୀ ସେବା ଆଶ୍ରମର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏବେ ଏହି ଆଶ୍ରମ ଗରିବ ଏବଂ ଅଭାବୀ ପିଲାମାନଙ୍କ ପାଇଁ କାମ କରୁଛି। ଆଦିବାସୀମାନଙ୍କୁ ବିକାଶର ମୁଖ୍ୟ ସ୍ରୋତକୁ ଆଣିବା ପାଇଁ ସେ ତାଙ୍କ ଦଳ ସହିତ କାର୍ଯ୍ୟ ଜାରି ରଖିଥିଲେ।
ଡକ୍ଟର ସୁବାରାଓଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ୧୯୯୫ ରେ ଜାତୀୟ ଯୁବ ପ୍ରକଳ୍ପ ପାଇଁ ଜାତୀୟ ଯୁବ ପୁରସ୍କାର, ୨୦୦୩ ରେ ରାଜୀବ ଗାନ୍ଧୀ ଜାତୀୟ ସଦଭାବନା ପୁରସ୍କାର, ୨୦୦୬ରେ ଜାମନଲାଲ ବଜାଜ ପୁରସ୍କାର, ୨୦୧୪ରେ କର୍ନାଟକ ସରକାରଙ୍କ ଦ୍ୱାରା ମହାତ୍ମା ଗାନ୍ଧୀ ପ୍ରେରଣା ସେବା ପୁରସ୍କାର ଏବଂ ୨୦୧୪ରେ ନାଗପୁରରେ ଜାତୀୟ ସଦ୍‌ଭାବନା ଏକତା ପୁରସ୍କାର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri