ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ

କଟକ ଅଫିସ,୧୦।୮: ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। କଟକ ସ୍ଥିତ ସିଡିଏ-୯ନଂ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଲିଭର ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି ।
ଲେଖକ ରଣଜିତ୍‌ ୧୯୫୭ ମସିହା ମାର୍ଚ୍ଚ ୨୦ ତାରିଖରେ ରଣଜିତଙ୍କ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ନାଟକ, ସାହିତ୍ୟ, ସଙ୍ଗୀତ ପ୍ରତି ଦୁର୍ବଳତା ରହିଥିଲା । ସେ ଏକାଧାରାରେ ଜଣେ ଅଭିନେତା, ନିର୍ଦ୍ଦେଶକ, ନାଟ୍ୟକାର, ସଂଗୀତକାର ଓ ଚିତ୍ରନାଟ୍ୟକାର ମଧ୍ୟ । ବହୁ ଓଡ଼ିଆ ଫିଲ୍ମରେ ସେ ସଂଳାପ ଲେଖିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

୧୯ ଥର ରକ୍ତଦାନ କରି ଚର୍ଚ୍ଚାରେ ଦିବ୍ୟାଙ୍ଗ ଶିକ୍ଷକ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri