ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ଭୁବନେଶ୍ୱର,୧୬।୩: ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ଦେହନ୍ତେ ହୋଇଛି। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ବେଶ୍‌ ପରିଚିତ। ‘ସପ୍ତମ ଋତୁ’ ପାଇଁ ସେ କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇଥିଲେ। ସେହିପରି ‘ସଚିତ୍ର ଅନ୍ଧାର’ ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ।

ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟରଜଣେ ଆଧୁନିକ କବି । ସେକଟକଠାରେ୧୯୩୪ରେ ଜନ୍ମ ନେଇଥିଲେ । ସେଇଂରାଜୀରେରେଭେନ୍ସା କଲେଜରୁଏମ.ଏ. କରିବା ପରେ ୧୯୫୭ରେଭାରତୀୟ ପ୍ରଶାସନିକ ସେବାରେ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ଏହି ସମୟରେ ତାଙ୍କରକେତେ ଦିନର(୧୯୬୨),ସନ୍ଦିଗ୍ଧ ମୃଗୟା(୧୯୭୧),ସପ୍ତମ ରତୁ(୧୯୭୭),ସଚିତ୍ର ଅନ୍ଧାର(୧୯୮୨),ଶ୍ରୀରାଧା(୧୯୮୫) ଏବଂଶ୍ରେଷ୍ଠ କବିତା(୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା ।କେନ୍ଦ୍ର ସାହିତ୍ୟ ଏକାଡେମୀ୧୯୭୮ ମସିହାରେ ତାଙ୍କ କବିତା ସଂକଳନସପ୍ତମ ଋତୁପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେସଚିତ୍ର ଅନ୍ଧାରପାଇଁ ତାଙ୍କୁଶାରଳା ପୁରସ୍କାରମିଳିଥିଲା । ୧୯୯୨ ମସିହାପାଇଁ ସେସରସୱତୀ ସମ୍ମାନରେସମ୍ମାନୀତ ହୋଇଥିଲେ । ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ।

୧୯୫୭ରୁ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ସଚିବ ଥିଲେ । ୧୯୯୩-୧୯୯୮ ଯାଏଁ ସେକେନ୍ଦ୍ର ସାହିତ୍ୟ ଏକାଡେମୀରଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ ।

ଫେବୃଆରୀ ୨୦୦୯ରେ ସେଫେଲୋସିପସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟଓଡ଼ିଆ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri