ଓବାମାଙ୍କୁ ଏମି ପୁରସ୍କାର

ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ନେଟ୍‌ଫ୍ଲିକ୍ସ ପ୍ରାମାଣିକ ଚିତ୍ର ସିରିଜ୍‌ ‘ଆଓ୍ବାର ଗ୍ରେଟ୍‌ ନ୍ୟାଶନାଲ ପାର୍କ୍ସ’ ପାଇଁ ଶ୍ରେଷ୍ଠ ବ୍ୟାଖ୍ୟାକାର ଭାବେ ଏମି ଆଓ୍ବାର୍ଡ ପାଇଛନ୍ତି। ତାଙ୍କ ପ୍ରଯୋଜନା କମ୍ପାନୀ ହାୟର ଗ୍ରାଉଣ୍ଡ ଉକ୍ତ ଡକୁମେଣ୍ଟାରି ପ୍ରସ୍ତୁତ କରିଛିି। ଏମି ପାଇବାରେ ସେ ଆମେରିକାର ଦ୍ୱିତୀୟ ରାଷ୍ଟ୍ରପତି। ସେହିପରି ସୃଜନଶୀଳ କଳା ପାଇଁ ବ୍ଲାକ୍‌ ପାନ୍ଥର ଅଭିନେତା ଚାଦ୍‌ଓ୍ବିକ ବୋସ୍‌ମ୍ୟାନଙ୍କୁ ମରଣୋତ୍ତର ଭାବେ ଏମି ପୁରସ୍କାର ମିଳିଛି। ଡିସ୍‌ନି ପ୍ଲସ୍‌ ସିରିଜ୍‌ ‘ହ୍ବାଟ୍‌ ଇଫ୍‌…?’ରେ ବୋସ୍‌ମ୍ୟାନ୍‌ଙ୍କ ଭଏସ୍‌ ପ୍ରଦର୍ଶନ ଲାଗି ତାଙ୍କୁ ଏହି ପୁରସ୍କାର ନିମନ୍ତେ ମନୋନୀତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଦେଶ ଫେରିବାକୁ ବ୍ୟାକୁଳ ପ୍ରବାସୀ

ଆବୁଧାବି,୪।୫(ପି.ଟି.): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ବିଭିନ୍ନ ଦେଶରେ ରହିଥିବା ପ୍ରବାସୀମାନେ ନିଜ ଦେଶକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ଅନ୍ୟ ଦେଶ ଅପେକ୍ଷା କରୋନା ଆକ୍ରାନ୍ତ...

ଇଟାଲୀରେ ଅତି ରାଷ୍ଟ୍ରବାଦୀ ସରକାର, ଜିଓର୍ଜିଆ ମେଲୋନି ହେବେ ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ରୋମ,୨୭ ।୯: ଇଟାଲୀରେ ହୋଇଥିବା ରାଷ୍ଟ୍ରୀୟ ନିର୍ବାଚନରେ ଧୁର ଦକ୍ଷିଣପନ୍ଥୀ ଓ ଅତି ରାଷ୍ଟ୍ରବାଦୀ ମେଣ୍ଟ ‘ଦ ବ୍ରଦର୍ସ ଅଫ ଇଟାଲୀ’କୁ ବହୁମତ ମିଳିଛି ।...

ଖରା ହେଲେ କମିବ କରୋନା ଭାଇରସ ପ୍ରକୋପ!

ଓ୍ବାଶିଂଟନ,୧୪।୩: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୪୫ ଦେଶରେ ବ୍ୟାପିଥିବା ବେଳେ ଏବେ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଯାଇଛି। ସୋସିଆଲ ମିଡିଆରେ...

ଲକ୍‌ଡାଉନ୍‌ରେ ଗର୍ଭବତୀ ନାବାଳିକାଙ୍କ ସଂଖ୍ୟା ବୃଦ୍ଧି, ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବଢ଼ିଲା…

ହରାରେ, ୨୮।୫ : ଜିମ୍ବାୱେରେ ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୧୬ ବର୍ଷ ବୟସ ଥିଲା।...

ପ୍ରତୀକ୍ଷାର ଅନ୍ତ: ଡିସେମ୍ବରରୁ ଆମେରିକାରେ ଦିଆଯିବ କରୋନା ଟିକା

ଓ୍ବାଶିଂଟନ,୨୩।୧୧: କରୋନା ମହାମାରୀ ସଂକ୍ରମଣରୁ ମୁକ୍ତି ପାଇବା ପ୍ରତୀକ୍ଷାର ଖୁବ୍‌ ଶୀଘ୍ର ଅନ୍ତ ଘଟିବାକୁ ଯାଉଛି। ଡିସେମ୍ବର ୧୧ କିମ୍ବା ୧୨ରୁ ଆମେରିକାରେ କରୋନା ପ୍ରତିଷେଧକ...

ଦକ୍ଷିଣ କୋରିଆରେ ପିଲାଙ୍କ ସଂଖ୍ୟା କମ୍‌ ଥିବାରୁ ବରିଷ୍ଠ ନାଗରିକ ଯାଉଛନ୍ତି ସ୍କୁଲ

ସିଓଲ,୨୯।୪: ଦକ୍ଷିଣ କୋରିଆରେ ଏବେ ଜନସଂଖ୍ୟା ଏତେ ପରିମାଣରେ କମିବାରେ ଲାଗିଛି ଯେ ଏଠାରେ ସ୍କୁଲ ଯିବା ପାଇଁ ପିଲାଙ୍କର ଅଭାବ ପରିଲକ୍ଷିତ ହେଉଛି। ତେଣୁ...

ବାଂଲାଦେଶର ରୋହିଙ୍ଗ୍ୟା ଶିବିରରେ ବଢୁଛି ଏଚ୍‌ଆଇଭି ସଂକ୍ରମିତଙ୍କ ସଂଖ୍ୟା

ଢାକା,୨୭।୧୨: ବାଂଲାଦେଶରେ ଶରଣ ନେଇଥିବା ରୋଗିଙ୍ଗ୍ୟାଙ୍କ ମଧ୍ୟରେ ଏବେ ଏଚ୍‌ଆଇଭି ଓ ଅନ୍ୟ ଯୌନ ରୋଗ ସଂକ୍ରମଣ ବଢିବାରେ ଲାଗିଛି। ବିଶେଷଜ୍ଞଙ୍କ କହିବା କଥା ହେଲା...

ସ୍ପେନରେ ସାଞ୍ଚେଜ ସରକାର

ମାଡ୍ରିଡ୍‌,୯ା୧: ସ୍ପେନର ପ୍ରଧାନମନ୍ତ୍ରୀ ରୁପେ ବୁଧବାର ଶପଥ ନେଇଛନ୍ତି ସୋସିଆଲିଷ୍ଟ ନେତା ପେଡ୍ରୋ ସାଞ୍ଚେଜ। ପାର୍ଲାମେଣ୍ଟରେ ବାମପନ୍ଥୀ ମେଣ୍ଟ ସରକାର ଗଠନ କରିବା ପ୍ରସ୍ତାବ ଆସ୍ଥା...

Advertisement
Archives

Model This Week