ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’ ଏବଂ ‘ଦ ବିୟର୍‌’ ପ୍ରାଧାନ୍ୟ ବଜାୟ କରିଛନ୍ତି। ଏହି ବର୍ଷ ‘ଶୋଗୁନ’ ସର୍ବାଧିକ ସଂଖ୍ୟକ ପୁରସ୍କାର ଜିତିଛି। ‘ଶୋଗୁନ’ ୧୪ଟି ପୁରସ୍କାର ଜିତିଛି।
ସ୍କିଟ୍ର କ୍ରିକ ତାରକା ଇଉଜିନ ଲେଭି ଏବଂ ଡାନ ଲେଭି ଏଥର ଶୋ’ ହୋଷ୍ଟ କରୁଛନ୍ତି। ଏହି ସମ୍ମାନଜନକ କାର୍ଯ୍ୟକ୍ରମର ନେତୃତ୍ୱ ନେବାରେ ସେମାନେ ପ୍ରଥମ ପିତା-ପୁତ୍ର ଯୋଡି।

କିଏ ଜିତିଲେ ପୁରସ୍କାର

Outstanding Drama Series- Shogun
Outstanding Comedy Series-Hacks
Outstanding Limited or Anthology Series- Baby Reindeer
Lead Actor, Drama- Hiroyuki Sanada, Shogun
Lead Actress, Drama- Anna Sawai, Shogun
Lead Actor, Comedy Jeremy- Allen White, The Bear
Lead Actress, Comedy- Jean Smart, Hacks
Lead Actor, Limited Series or Movie Richard Gadd, Baby Reindeer
Lead Actress, Limited Series or Movie Jodie Foster, True Detective: Night Country
Supporting Actor, Drama- Billy Crudup, The Morning Show
Supporting Actress, Drama- Elizabeth Debicki, The Crown
Supporting Actor, Comedy- Ebon Moss-Bachrach, The Bear
Supporting Actress, Comedy- Liza Colon-Zayas, The Bear
Supporting Actor- Limited Series or Movie Lamorne Morris, Fargo
Supporting Actress- Limited Series or Movie Jessica Gunning, Baby Reindeer
Outstanding Reality or Competition Program- Traitors
Best Scripted Variety Series- Last Week Tonight With John Oliver
Outstanding Writing for a Variety Special- Alex Edelman, Just for Us
Outstanding Directing for Limited Series or Movie Steven Zaillian, Ripley
Outstanding Writing, Comedy- Hacks
Outstanding Talk Show- The Daily Show
Outstanding Writing for a Drama Series- Will Smith, Slow Horses
Best Writing, Limited Series- Richard Gadd, Baby Reindeer
Outstanding Directing for Comedy Series- Christopher Storer, The Bear
Best Directing for Drama Series- Frederick E. O. Toye, Shogun…


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମୁହାଁ ବାତ୍ୟା; ଜୁନିୟର ଆସିଷ୍ଟାଣ୍ଟ-କ୍ଲର୍କ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୮।୧୧: ଓଡ଼ିଶା ମୁହାଁ ହେଉଛି ବାତ୍ୟା ‘ଅକ୍ୱାନ’ । ୯ କିମି ବେଗରେ ବଢୁଛି ଭୀଷଣ ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ଓ…

ଡାକ୍ତରଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ଦାବିରେ ଧାରଣା

ନୂଆପଡ଼ା,୧୮।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ…

ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି…

ରେଡ୍ ଜୋନ୍‌ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…

ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।…

ପ୍ଲେଇଂ ଇଲେଭେନ୍‌ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….

ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍‌ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର…

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍‌ରେ ମାଲେସିଆକୁ ଭେଟିବ ଭାରତ

ଭୋପାଳ,୧୮।୧୧: ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜନରେ ଚମତ୍କାର ଫର୍ମରେ ଥିବା ଭାରତୀୟ ଦଳ ଟୁର୍ନାମେଣ୍ଟ ଜିତିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?