କେନ୍ଦୁଝରରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବ୍ଲକ କଂଗ୍ରେସ କମିଟି ତରଫରୁ ବିକ୍ଷୋଭ କରାଯାଇଛି। ଜିଲାରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା, କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଏହି ବିକ୍ଷୋଭ ହୋଇଛି। ଏବି ବିକ୍ଷୋଭରେ ବ୍ଲକ କଂଗ୍ରେସ କମିଟି ସଭାପତି ଶତ୍ରୁଘ୍ନ ସିଂ, ପାଟଣା ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ଇଂ.ବିନୋଦ ବିହାରୀ ନାଏକ, ପୂର୍ବତନ ପାଟଣା ବ୍ଲକ ଅଧକ୍ଷ ଇଂ. ବିଦ୍ୟାଧର ଦାଶ ସାମିଲ ଥିଲେ। ପାଟଣା ବିଡିଓଙ୍କ ଅନୁପସ୍ଥିତରେ ଏବିଡିଓ ପ୍ରଫୁଲ କୁମାର ନାୟକଙ୍କୁ ଜିଲାପାଳଙ୍କ ମାଧ୍ୟମରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍‌ ଦୂରେ ହକ୍‌ଦାର ହିତାଧିକାରୀ

ଲାଠୋର, ୧୦ା୬ (ଡି.ଏନ୍‌.ଏ):  ସରକାର ୬୦ ବଛର୍‌ରୁ ଅଧ୍‌କା ବଏସ୍‌ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା...

୨ ଅବକାରୀ ଏଏସ୍‌ଆଇ ନିଲମ୍ବିତ

ବୌଦ୍ଧ,୧୮ା୪(ସ୍ବ.ପ୍ର.)-ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ଜୋରସୋର ଉଦ୍ୟମ ଚାଲିଛି। ଏଥିପାଇଁ ଜିଲାସ୍ତରରେ ମଧ୍ୟ କର୍ମଚାରୀମାନଙ୍କୁ କରୋନା ମୁକାବିଲା ପାଇଁ କାମ କରିବାକୁ ନିର୍ଦ୍ଦେଶ...

ଡ୍ରଗ୍ସ ଲିଙ୍କ୍‌ରେ ବିଏମ୍‌ସି କର୍ମଚାରୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ...

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା...

ଅଜଗର ଉଦ୍ଧାର

ଠାକୁରମୁଣ୍ଡା,୨୬ା୭(ଡି.ଏନ୍‌.ଏ.)- ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତର ଗମ୍ଭାରୀଆ ଗ୍ରାମରୁ ବନବିଭାଗ ଏକ ଅଜଗର ଉଦ୍ଧାର କରିଛି। ଶୁକ୍ରବାର ଭରାଣ୍ଡିହା ସମିତି ସଭ୍ୟ...

ଓଭରଲୋଡିଂ ମୋରମ ପରିବହନ, ଦବୁଛି ରାସ୍ତା

ଯାଜପୁର ଅଫିସ,୯।୧: ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଅନତି ଦୂର ଯାଜପୁର ତହସିଲ ଅଧୀନ ବୈତରଣୀ ନଦୀର ଦେବୀଗୌଡ଼ା ଘାଟରୁ ମେଶିନ ଲଗାଇ ବାଲି ଉତ୍ତୋଳନ ହେଉଛି। ଏହାକୁ...

ମାଓବାଦୀ ନେତା ସବ୍ୟସାଚୀ ୬ ମାମଲାରେ ନିର୍ଦ୍ଦୋଷ

ପାରଳାଖେମୁଣ୍ଡି,୧୯ା୪(ଡି.ଏନ୍‌.ଏ.):ଗଜପତି ଜିଲା ଦୌରାଜଜ୍‌ ସୋମବାର ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ୬ଟି ସଙ୍ଗିନ୍‌ ମାମଲାରେ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀଙ୍କ ବିରୋଧରେ...

ପୋଲିସ ହେପାଜାତରେ ଯୁବକଙ୍କ ମୃତ୍ୟୁ ଘଟଣା: ବହୁଜନ ମିଳିତ ମଞ୍ଚର ବିକ୍ଷୋଭ

ବରଗଡ଼ ଅଫିସ,୮।୧୦: ବରଗଡ଼ ସହର ଉପକଣ୍ଠ ତୋରା ତଳିପଡ଼ାର ଜଣେ ଯୁବକ ଗୋବିନ୍ଦ କୁମ୍ଭାର ପୋଲିସ ହେପାଜତରେ ଥିବାବେଳେ ଗତ ସେପ୍ଟେମ୍ବର ୨୫ ତାରିଖ ତାଙ୍କର...

Advertisement
Archives

Model This Week