Posted inଖେଳ

ଭାବପ୍ରବଣ ହେଲେ କୋହଲି: ସଚିନ ମୋ ହିରୋ, ମୁଁ ଜାଣେ…

ନୂଆଦିଲ୍ଲୀ,୫।୧୧: ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ଶତକୀୟ ଇନିଂସ ଖେଳିଥିଲେ। ଏହି ଇନିଂସ ପାଇଁ ବିରାଟ କୋହଲିଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପ୍ରଦାନ କରାଯାଇଥିଲା। ଏଥି ସହିତ ବିରାଟ କୋହଲି ନିଜର ମତ ପ୍ରକାଶ କରିଥିଲେ। ବିରାଟ କୋହଲି କହିଛନ୍ତି, ଏହା ଏକ ବଡ ମ୍ୟାଚ, ଆମେ ଟୁର୍ନାମେଣ୍ଟର ପ୍ରାୟ ଶକ୍ତିଶାଳୀ ଦଳ ବିପକ୍ଷରେ ଖେଳୁଥିଲୁ। ଏହା ବ୍ୟତୀତ ମୁଁ ମୋର ଜନ୍ମଦିନରେ ଖେଳୁଥିଲି, ଏହା ମୋ ପାଇଁ ଏକ ଆତ୍ମବିଶ୍ୱାସ ବଢାଇଲା। ଆହୁରି ମଧ୍ୟ ମୋର ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ପ୍ରଶଂସକମାନେ କୌଣସି ସୁଯୋଗ ଛାଡି ନ ଥିଲେ। ମୁଁ ମୋର କ୍ରିକେଟ ଉପଭୋଗ କରୁଛି। ମୁଁ ଭଗବାନଙ୍କ ଆଶୀର୍ବାଦ ସହିତ ଏହି ସୁଖ ପ୍ରାପ୍ତ କରୁଛି। ଗତ କିଛି ବର୍ଷ ମଧ୍ୟରେ ମୁଁ ଯେଉଁଭଳି ପ୍ରଦର୍ଶନ କରିଛି ସେଥିରେ ମୁଁ ବହୁତ ଖୁସି। ଏହା ପରେ ସଚିନ ତେନ୍ଦୁଲକରଙ୍କ ରେକର୍ଡକୁ ସମାନ କରିବା ଉପରେ ବିରାଟ କୋହଲି ନିଜର ପ୍ରତିକ୍ରିୟା ଦେଇଛନ୍ତି।
ବିରାଟ କୋହଲି କହିଛନ୍ତି, ସଚିନ ତେନ୍ଦୁଲକର ମୋର ହିରୋ, ତୁମର ହିରୋଙ୍କ ରେକର୍ଡ ସହ ସମାନ ହେବା ଏକ ବିଶେଷ ଅନୁଭବ। ସେ ଜଣେ ଭଲ ବ୍ୟାଟ୍ସମ୍ୟାନ, ଏହା ମୋ ପାଇଁ ଅତ୍ୟନ୍ତ ଭାବପ୍ରବଣ ମୁହୂର୍ତ୍ତ। ମୁଁ ଜାଣେ ମୁଁ କେଉଁଠାରୁ ଆସିଛି, ମୋର ମନେ ଅଛି ସେହି ଦିନ ଯେତେବେଳେ ମୁଁ ମୋର ହିରୋ ସଚିନ ତେନ୍ଦୁଲକରଙ୍କୁ ଟିଭିରେ ଦେଖୁଥିଲି। ତାଙ୍କଠାରୁ ପ୍ରଶଂସା ପାଇବା ପ୍ରକୃତରେ ମୋ ପାଇଁ ଏକ ଅଦ୍ଭୁତ ଅନୁଭୂତି।
ଜନ୍ମଦିନରେ ‘ମହାରେକର୍ଡ’ ହାସଲ କରି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ସହ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ବିଶ୍ୱକପ୍‌ ୨୦୨୩ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ କୋହଲି ୪୯ ତମ ଶତକ ହାସଲ କରିଛନ୍ତି। ୪୫୨ ଇନିଂସରେ ସଚିନ ୪୯ଟି ଶତକ ଅର୍ଜନ କରିଥିଲେ। କୋହଲି ୨୭୭ ଇନିଂସରେ


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri