Posted inଖେଳ

ଭାବପ୍ରବଣ ହୋଇ ପଡ଼ିଆରେ ମା’ଙ୍କୁ ଆଲିଙ୍ଗନ କଲେ ଏହି କ୍ରିକେଟର୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟତୀତ କେ.ଏସ ଭରତ ଏହି ମ୍ୟାଚ୍‌ରେ ଭାରତ ପାଇଁ ଟେଷ୍ଟ ଡେବ୍ୟୁ କରୁଛନ୍ତି। ତେବେ ସୋସିଆଲ ମିଡିଆରେ କେ.ଏସ ଭରତଙ୍କ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଡେବ୍ୟୁ କ୍ୟାପ ପାଇବା ପରେ କେ.ଏସ ଭରତ ଅତ୍ୟନ୍ତ ଭାବପ୍ରବଣ ହୋଇ ମା’ଙ୍କୁ ଆଲିଙ୍ଗନ କରିଥିଲେ।
ଏହାପୂର୍ବରୁ କେ.ଏସ ଭରତ ଘରୋଇ ମ୍ୟାଚ ବ୍ୟତୀତ ଆଇପିଏଲରେ ଖେଳିଥିଲେ। କିନ୍ତୁ ବର୍ତ୍ତମାନ ତାଙ୍କୁ ଭାରତୀୟ ଟେଷ୍ଟ ଦଳ ପାଇଁ ଡେବ୍ୟୁ କରିବାର ସୁଯୋଗ ମିଳିଛି।
ଭରତ ୩୮ଟି ପ୍ରଥମ ଶ୍ରେଣୀ ମ୍ୟାଚରେ ହାରାହାରି ୪୭୦୭ ରନ ସଂଗ୍ରହ କରିଛନ୍ତି। ଏହା ବ୍ୟତୀତ ତାଲିକା-ଏ ମ୍ୟାଚ ଏବଂ ଘରୋଇ ଟି-୨୦ ମ୍ୟାଚରେ ସେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଉଇକେଟ କିପର ବ୍ୟାଟ୍ସମ୍ୟାନ ଭରତ ୬୪ ତାଲିକା ଏ ମ୍ୟାଚରେ ହାରାହାରି ୩୩.୬ରେ ୧୯୫୦ ରନ ସଂଗ୍ରହ କରିଛନ୍ତି। ୬୭ ଟି-୨୦ ମ୍ୟାଚରେ ୧୧୧୬ ରନ କରିଛନ୍ତି।

https://twitter.com/wpl2023/status/1623530254794096641


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?