ଭାବନା ବି ରୋଗର କାରଣ: ଫୁସ୍‌ଫୁସ୍‌କୁ ଦୁର୍ବଳ କରିଦିଏ ଦୁଃଖ, ଡର କିଡ୍‌ନୀକୁ କ୍ଷତି…

ମଣିଷ ତା’ ଜୀବନରେ ବିଭିନ୍ନ ପରିସ୍ଥିତି ଦେଇ ଗତି କରିଥାଏ। କେତେବେଳେ ତାକୁ ଦୁଃଖ ଭୋଗିବାକୁ ହୋଇଥାଏ ତ ପୁଣି କେତେବେଳେ ସୁଖ। ସେହିପରି ଆଉ କେତେବେଳେ କାହା ଉପରେ ରାଗିବା ପାଇଁ ମନରେ ତା’ର କ୍ରୋଧ ମଧ୍ୟ ଆସିଥାଏ। ତେବେ ସେ ଯାହା ବି ହେଉ, ପରସ୍ଥିତି ଅନୁଯାୟୀ ମଣିଷର ଭାବନା ବା ଭାବପ୍ରକାଶରେ ବାରମ୍ବାର ଯେଉଁ ପରିବର୍ତ୍ତନ ଆସିଥାଏ, ତାହାବି ମଣିଷର ଜୀବନଶୈଳୀ ହେଉ ଅବା ସ୍ବାସ୍ଥ୍ୟ ଉପରେ ଅନେକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ କରାଯାଏ। ଯେମିତିକି କ୍ରୋଧ କରିବା ଦ୍ୱାରା କୁହାଯାଏ ଲିଭର୍‌କୁ କୁଆଡ଼େ କ୍ଷତି ପହଞ୍ଚତ୍ଥାଏ। ସେହିପରି ଦୁଃଖ ଫୁସ୍‌ଫୁସ୍‌କୁ ଧୀରେ ଧୀରେ ଦୁର୍ବଳ କରିଦିଏ। ଚିନ୍ତାଗ୍ରସ୍ତ ରହିବା ଦ୍ୱାରା ପେଟ ଜନିତ ସମସ୍ୟା କ୍ରମେ ଆରମ୍ଭ ହେବାକୁ ଲାଗେ। ଅବସାଦଗ୍ରସ୍ତ ହେଲେ ହୃଦୟ ଓ ମସ୍ତିଷ୍କ ଉପରେ କୁଆଡ଼େ ଖରାପ ପ୍ରଭାବ ପଡିଥାଏ। ଡର ମଣିଷର କିଡ୍‌ନୀକୁ କ୍ଷତି ପହଁଞ୍ଚାଇଥାଏ। କିନ୍ତୁ ଅନ୍ୟପକ୍ଷେ ଯେ କୌଣସି ପରିସ୍ଥିତି ଆସୁନା କାହିଁକି ଯଦି ମନକୁ ବୁଝାଇ ଖୁସି ଆଉ ଶାନ୍ତିରେ ଜୀବନ ଅତିବାହିତ କଲେ ମସ୍ତିଷ୍କ ସୁସ୍ଥ ରହିବା ସହ ଶରୀରକୁ ବଳ ମିଳିଥାଏ। ସେହିପରି ସବୁବେଳେ ହସ ହସ ମୁହଁରେ ରହିଲେ ଶରୀର ସୁସ୍ଥ ରହିବା ସହ ହୃଦୟକୁ ଖୁବ୍‌ ଶାନ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri