ଭାବନା ବି ରୋଗର କାରଣ: ଫୁସ୍‌ଫୁସ୍‌କୁ ଦୁର୍ବଳ କରିଦିଏ ଦୁଃଖ, ଡର କିଡ୍‌ନୀକୁ କ୍ଷତି…

ମଣିଷ ତା’ ଜୀବନରେ ବିଭିନ୍ନ ପରିସ୍ଥିତି ଦେଇ ଗତି କରିଥାଏ। କେତେବେଳେ ତାକୁ ଦୁଃଖ ଭୋଗିବାକୁ ହୋଇଥାଏ ତ ପୁଣି କେତେବେଳେ ସୁଖ। ସେହିପରି ଆଉ କେତେବେଳେ କାହା ଉପରେ ରାଗିବା ପାଇଁ ମନରେ ତା’ର କ୍ରୋଧ ମଧ୍ୟ ଆସିଥାଏ। ତେବେ ସେ ଯାହା ବି ହେଉ, ପରସ୍ଥିତି ଅନୁଯାୟୀ ମଣିଷର ଭାବନା ବା ଭାବପ୍ରକାଶରେ ବାରମ୍ବାର ଯେଉଁ ପରିବର୍ତ୍ତନ ଆସିଥାଏ, ତାହାବି ମଣିଷର ଜୀବନଶୈଳୀ ହେଉ ଅବା ସ୍ବାସ୍ଥ୍ୟ ଉପରେ ଅନେକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ କରାଯାଏ। ଯେମିତିକି କ୍ରୋଧ କରିବା ଦ୍ୱାରା କୁହାଯାଏ ଲିଭର୍‌କୁ କୁଆଡ଼େ କ୍ଷତି ପହଞ୍ଚତ୍ଥାଏ। ସେହିପରି ଦୁଃଖ ଫୁସ୍‌ଫୁସ୍‌କୁ ଧୀରେ ଧୀରେ ଦୁର୍ବଳ କରିଦିଏ। ଚିନ୍ତାଗ୍ରସ୍ତ ରହିବା ଦ୍ୱାରା ପେଟ ଜନିତ ସମସ୍ୟା କ୍ରମେ ଆରମ୍ଭ ହେବାକୁ ଲାଗେ। ଅବସାଦଗ୍ରସ୍ତ ହେଲେ ହୃଦୟ ଓ ମସ୍ତିଷ୍କ ଉପରେ କୁଆଡ଼େ ଖରାପ ପ୍ରଭାବ ପଡିଥାଏ। ଡର ମଣିଷର କିଡ୍‌ନୀକୁ କ୍ଷତି ପହଁଞ୍ଚାଇଥାଏ। କିନ୍ତୁ ଅନ୍ୟପକ୍ଷେ ଯେ କୌଣସି ପରିସ୍ଥିତି ଆସୁନା କାହିଁକି ଯଦି ମନକୁ ବୁଝାଇ ଖୁସି ଆଉ ଶାନ୍ତିରେ ଜୀବନ ଅତିବାହିତ କଲେ ମସ୍ତିଷ୍କ ସୁସ୍ଥ ରହିବା ସହ ଶରୀରକୁ ବଳ ମିଳିଥାଏ। ସେହିପରି ସବୁବେଳେ ହସ ହସ ମୁହଁରେ ରହିଲେ ଶରୀର ସୁସ୍ଥ ରହିବା ସହ ହୃଦୟକୁ ଖୁବ୍‌ ଶାନ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ନବରାତ୍ରୀରେ ବିରଳ ସଂଯୋଗ: ସିଂହ, ତୁଳା ସମେତ ୫ ରାଶି ଉପରେ ଧନବର୍ଷା! ମିଳିବ ବଡ଼ ଚାକିରିର ଅଫର୍‌

ଶାରଦୀୟ ନବରାତ୍ରୀର ପ୍ରତିପଦା ତିଥିରେ ସୂର୍ଯ୍ୟୋଦୟ ସମୟରେ ହସ୍ତା ନକ୍ଷତ୍ର ଏବଂ ଶୁକ୍ଳ ଯୋଗ ରହିବ। ବୃହସ୍ପତି ଓ ଚନ୍ଦ୍ରଙ୍କ ମଧ୍ୟରେ ଗଜକେଶରୀ ଯୋଗ ପ୍ରଭାବଶାଳୀ ରହିବ।…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?