ଖସିବ ପାରଦ: ଆଜିଠୁ ପୁଣି ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଆଜିଠୁ ପୁଣି ଶୀତ ବଢ଼ିବ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ପୂର୍ବାନୁମାନ କରାଯାଇଛି। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ । କିଛି ସ୍ଥାନରେ ସ୍ବଭାବିକ ତାପମାତ୍ରା ରହିବା ବେଳେ କିଛି ସ୍ଥାନରେ କମ ରହିପାରେ । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ । ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଏବଂ ଗଞ୍ଜାମ ଜିଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା...

ଶିକାର ପାଇଁ ସୁଯୋଗ ଦେଲେ

ଭୁବନେଶ୍ୱର,୨୬।୪ (ବ୍ୟୁରୋ): ବାରମ୍ବାର ଚଢ଼ାଉ ହେଉଛି। ବିପୁଳ ପରିମାଣର ଛାଲ, ଦାନ୍ତ, ନଖ ଆଦି ବନ୍ୟପ୍ରାଣୀ ସାମଗ୍ରୀ ଜବତ ହେଉଛି। ଜୀବନ୍ତ ବ୍ରଜକାପ୍ତା ଚାଲାଣ ମଧ୍ୟ...

ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ

ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା...

ଆକ୍ସନ ମୋଡ଼ରେ ଗଣଶିକ୍ଷା ମନ୍ତ୍ରୀ: ଫଳାଫଳ ଶୂନ ଥିବା ୮୨ ସ୍କୁଲକୁ ନୋଟିସ୍‌, ସ୍ଥିତିକୁ ବ୍ୟକ୍ତିଗତ ଭାବେ ପରଖିବେ

ଭୁବନେଶ୍ୱର,୬।୬(ବ୍ୟୁରୋ): ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀମାନେ ପୂରା ଆକ୍ସନ ମୋଡ୍‌ରେ କାମ କରିବା ଆରମ୍ଭ କରିଦେଲେଣି। ଗୋଟିଏ ପରେ ଗୋଟିଏ ବିଭାଗର ମନ୍ତ୍ରୀ କିଭଳି ସୂଚାରୁରୂପେ...

୧୪ ବର୍ଷରେ କମିଶନରେଟ ପୋଲିସ

ଭୁବନେଶ୍ୱର,୧।୧(ବ୍ୟୁରୋ): ଆଜି ହେଉଛି କମିଶନରେଟ ପୋଲିସର ପ୍ରତିଷ୍ଠା ଦିବସ। କମିଶନରେଟ ପୋଲିସ ୧୩ ପୂରି ୧୪ ବର୍ଷରେ ପାଦ ଥାପିଛି । ୨୦୦୮ ଜାନୁୟାରୀ ୧ରେ...

ଅତିଥି ବେଶରେ ଆସି ବିବାହ ଉତ୍ସବରୁ ଗହଣା ବ୍ୟାଗ୍‌ ଲୁଟିଲେ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆପଣ କୌଣସି ମଣ୍ଡପରେ ବିବାହ ପାର୍ଟି କରୁଛନ୍ତି କି। ସେଠାକୁ ଏକାଧିକ ଅତିଥିଙ୍କୁ ଆମନ୍ତ୍ରିତ କରୁଛନ୍ତି କି। ତେବେ ଅଜଣା ଅତିଥିଙ୍କୁ ସାବଧାନ ହୋଇଯାଆନ୍ତୁ।...

ବିଜେଡିର ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା: ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ସଂଗଠନ ସଜାଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ବିଜେଡି ଗତକାଲି ପର୍ଯ୍ୟବେକ୍ଷକ ଓ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି...

ଜିରୋନାଇଟ୍‌ ସେଲିବ୍ରେଶନରେ ବ୍ରେକ୍‌

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି...

Advertisement


Archives

Model This Week