ଖସିବ ପାରଦ: ଆଜିଠୁ ପୁଣି ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଆଜିଠୁ ପୁଣି ଶୀତ ବଢ଼ିବ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ପୂର୍ବାନୁମାନ କରାଯାଇଛି। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ । କିଛି ସ୍ଥାନରେ ସ୍ବଭାବିକ ତାପମାତ୍ରା ରହିବା ବେଳେ କିଛି ସ୍ଥାନରେ କମ ରହିପାରେ । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ । ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଏବଂ ଗଞ୍ଜାମ ଜିଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ପୋଲିସ ଏଏସ୍‌ଆଇ ଗିରଫ

ବୌଦ୍ଧ, ୨୬ା୧୧(ସ୍ବ.ପ୍ର.): ଲାଞ୍ଚ ନେଇ ଗିରଫ ହେଲେ ପୋଲିସ ଏଏସ୍‌ଆଇ। ବୌଦ୍ଧ ଜିଲା ବୌଦ୍ଧ ଥାନା ଅଧୀନ ଜହ୍ନାପଙ୍କ ଫାଣ୍ଡି ଏଏସ୍‌ଆଇ ମଦନ ମୋହନ ପ୍ରଧାନ...

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌କୁ ନରସିଂହଙ୍କ ବିରୋଧ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୦କୁ ନେଇ ଗୁରୁବାର ପୁଣିଥରେ ଗୃହରେ ବିରୋଧର ସ୍ବର ଉଠିଥିଲା। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗୃହରେ ଏହି ବିଲ୍‌...

ଓଡ଼ଶର ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା: ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ଦଶପଲ୍ଲା,୧୫ା୯ (ଡି.ଏନ.ଏ.)- ଦଶପଲ୍ଲା ବ୍ଲକ ଅନ୍ତର୍ଗତ ସରିଗଣ୍ଡା ପଞ୍ଚାୟତର ଓଡ଼ଶର ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା ପଡ଼ିଛି। କେନ୍ଦ୍ରରେ ଖାଦ୍ୟ...

ଓଡ଼ିଆ ପୁଅ ୟଶ୍‌ଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ପୁଅ ୟଶ୍‌ ମିଶ୍ର। ଭୁବନେଶ୍ବର ବାସିନ୍ଦା ୟଶ୍‌ଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା; ୨ ପୋଲିସ କର୍ମଚାରୀ, ୨ ଗଣମାଧ୍ୟମ ପ୍ରତିନିଧି ସମ୍ପୃକ୍ତ : ଡିସିପି

ଭୁବନେଶ୍ୱର,୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ରାଜଧାନୀରେ ଜଣେ ନାବାଳିକା ଗଣବଳାକତ୍ାରର ଶିକାର ହୋଇଥିଲେ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତର ସହ ନେଇଛି। ମହିଳା ଥାନା ପୋଲିସ...

ଓଡ଼ିଶା ବନ୍ଦକୁ ନେଇ ଭାଜପାର କଟାକ୍ଷ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି, ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ କଂଗ୍ରେସ ଦଳ ପାଇଁ ପ୍ରସଙ୍ଗ ନୁହେଁ। ରାଜ୍ୟରେ ଭୋଟ୍‌...

ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ।...

ସୁପ୍ରିମକୋର୍ଟ ନିର୍ଦ୍ଦେଶର ଓଲଟା ରାସ୍ତାରେ ସରକାର

ଭୁବନେଶ୍ୱର,୧୧।୮(ବ୍ୟୁରୋ): ନାଗରିକଙ୍କ ସବୁ ଅନ୍ତରଙ୍ଗ ତଥ୍ୟ ଆଧାର କାର୍ଡରେ ଲିପିବଦ୍ଧ। ଏହାକୁ ସରକାରୀ କିମ୍ବା ବେସରକାରୀ ସଂସ୍ଥା ଅପବ୍ୟବହାର କରୁଥିବାର ବହୁ ଦୃଷ୍ଟାନ୍ତ ରହିଛି। ତେଣୁ...

Advertisement
Archives

Model This Week