ଦୃଢ଼ ଇକୋସିଷ୍ଟମ୍‌ ଗଠନକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧।୪: ଦେଶର ପ୍ରମୁଖ ଫିନ୍‌ଟେକ୍‌ କମ୍ପାନୀ ଭାରତପେ ଗ୍ରୁପ୍‌ ଏବଂ ମହିଳା ଉଦ୍ୟୋଗୀ ପ୍ଲାଟ୍‌ଫର୍ମ (ଡବ୍ଲ୍ୟୁଇପି) ମଧ୍ୟରେ ଏକ ବ୍ୟବସାୟିକ ସହଭାଗିତା ସ୍ଥାପନ କରାଯାଇଥିବା ଉଭୟ ପକ୍ଷରୁ କୁହାଯାଇଛି। ବିଶେଷକରି ମହିଳା ଉଦ୍ୟୋଗୀମାନଙ୍କୁ ଆତ୍ମନିର୍ଭରଶୀଳତା ଏବଂ ବ୍ୟବସାୟ ଅଭିବୃଦ୍ଧିରେ ସକ୍ଷମ କରାଇବା ଦିଗରେ ଉକ୍ତ ସହଭାଗିତା କାର୍ଯ୍ୟ କରିବ। ଏପରିକି ଉକ୍ତ ସହଭାଗିତା ଦ୍ୱାରା ଏକ ଦୃଢ଼ ଇକୋସିଷ୍ଟମ୍‌ ଗଠନ କରିବାକୁ ଉଭୟ ସଂସ୍ଥା ଲକ୍ଷ୍ୟ ରଖିଛି, ଯାହା ଭାରତର ବିଭିନ୍ନ ପ୍ରାନ୍ତରୁ ମହିଳା ଉଦ୍ୟୋଗୀଙ୍କୁ ଏକତ୍ର କରିଥାଏ ।
ଏ ସମ୍ପର୍କରେ ଭାରତପେର ସିଏଫ୍‌ଓ ଏବଂ ମଧ୍ୟବର୍ତ୍ତିକାଳୀନ ସିଇଓ ନଳୀନ ନେଗି କହିଛନ୍ତି, ଭାରତ ଏକ ଷ୍ଟାର୍ଟଅପ୍‌ ଏବଂ ୟୁନିକର୍ନ ହବ୍‌ ହୋଇଥିବାବେଳେ ଦେଶରେ ମହିଳା ଉଦ୍ୟୋଗୀଙ୍କ ଅଂଶ କମ୍‌ ରହିଛି। ଦେଶରେ ମହିଳା ଉଦ୍ୟୋଗିତାକୁ ଚଳାଇବା ଦିଗରେ ଡବ୍ଲ୍ୟୁଇପିର ଏକ ଅପରିପକ୍ୱ କାର୍ଯ୍ୟ ରହିଛି ଏବଂ ମହିଳା ଉଦ୍ୟୋଗୀମାନଙ୍କୁ ସେମାନଙ୍କ ବ୍ୟବସାୟର ଅଭିବୃଦ୍ଧିରେ ସକ୍ଷମ ହେବା ପାଇଁ ଆମର ସହଭାଗୀ ଦୃଷ୍ଟିକୋଣରେ ସେମାନଙ୍କ ସହ ଭାଗୀଦାରି କରି ଆମେ ଗର୍ବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri